ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ରାଜ୍ଯର ଧାନ ମଣ୍ଡିମାନଙ୍କରେ ଅବ୍ୟବସ୍ଥା, ଏଫ.ଏ.କ୍ୟୁ. ନାମରେ ୫କେଜିରୁ ୧୦କେଜି ପର୍ଯ୍ୟନ୍ତ କଟନି ଛଟନି, ବିକ୍ରି ହୋଇଥିବା ଧାନର ଟଙ୍କା ଠିକ୍ ସମୟରେ ଚାଷୀଙ୍କୁ ନ ମିଳିବା, ୧୫୦କ୍ୱିଣ୍ଟାଲର ଅଧିକ ଧାନ ପାଇଁ ଇନପୁଟ୍ ସହାୟତା ୮୦୦ଟଙ୍କା ନ ଦିଆଯିବା, ପ୍ରଦୂଷଣ ନାମରେ ଲୋକଙ୍କ ଠାରୁ ଟଙ୍କା ଆଦାୟ କରିବା ପାଇଁ ସାଧାରଣ ବ୍ୟକ୍ତିଙ୍କ ଠାରୁ ହଜାର ହଜାର ଟଙ୍କାର ଜୋରିମାନା ନେବା, ବକେୟା ଟଙ୍କା ଆଦାୟ ଆଳରେ ଟାଟା ପାୱାରର ବିଦ୍ଯୁତ ଉପଭୋକ୍ତାଙ୍କ ପ୍ରତି […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଉଠା ଜଳ ସେଚନ ବିଭାଗ ଠିକାଦାର ସଂଘ ଭବାନୀପାଟଣା, ଦୃତିୟ ବୈଠକ ବିନାୟକ ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି।ଅଗାମିଦିନରେ କୋଣସି ବାହାର ଜିଲ୍ଲା ଠିକାଦାର ଜିଲ୍ଲା ର କୋଣସି କାମରେ ଯୋଗସଦାନ କରିପାରିବେନାହିଁ। ଜିଲ୍ଲା ଠିକାଦାର ସଦସ୍ୟ ମାନେ ୦.୧୦%ଲେଶ ରେ ପକାଇବା ପାଇଁ ଜିଲ୍ଲା ଠିକାଦାର ସଂଘ ନିଷ୍ପତି ନେଇଛନ୍ତି ଯେ ୩ ଜାନୁଆରୀ ୨୦୨୬ ରେ ବିଜ୍ଞାପନ ପ୍ରକାଶ କରାଯାଇଥିବା ଅନୁସାରେ ତାପର ବର୍ତ୍ତି ବିଜ୍ଞାପନ ରେ ଲାଗୁକରାଯିବ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ବିଜୁଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପରିବର୍ଦ୍ଧିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଭବାନୀପାଟଣା ସ୍ଥିତ ମେଦିନୀପୁର ଠାରେ ଜିଲ୍ଲା ସଭାପତି ତଥା ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ ଙ୍କ ନେତୃତ୍ଯରେ ଅନୁଷ୍ଠିତ ହୋଇଯାଇଛି ।ଏହି ସଭାରେ ଡବଲ୍ ଇଞ୍ଜିନ୍ ସରକାର ଙ୍କ ଜନ ବିରୋଧୀ କାର୍ଯ୍ୟ ଓ ଚାଷୀ ମାରଣ ନୀତି ସହିତ ମହିଳା ଓ ଶିଶୁ ଅତ୍ୟାଚାର ସହ ଦଳିତ, ଆଦିବାସୀ ଙ୍କ ପ୍ରତି ରାଜ୍ୟରେ ଦିନକୁ ଦିନ ବଢି ଚାଲିଥିବା […]
ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭବାନୀପାଟଣା ସ୍ଥିତ ରିଜର୍ଭ ପଡିଆ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ॥ ନିଜ ଅଭିଭାଷଣରେ କଳାହାଣ୍ଡି ର ଜନସାଧାରଣ ବହୁତ ସରଳ ଓ ସୁନ୍ଧର ମାନଭର ବୋଲି ମୋତେ କଳାହାଣ୍ଡି ବହୁତ ଭଲଲେଗେ ବୋଲି କହିଥିଲେ। […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସପ୍ତାହ ବ୍ୟାପୀ ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ କାର୍ଯ୍ୟକ୍ରମ ଉତ୍ସାହ ଓ ସଚେତନତା ସହିତ ଆୟୋଜିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶଇଲେନ୍ଦୁ ମହାପାତ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ମୁଜିବୁନ୍ ନିଶା, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ମହାନ୍ତି, ଜିଲ୍ଲା ଶାରୀରିକ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ସ୍ଥାନୀୟ ପିଏମ୍ ଶ୍ରୀ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୌଜନ୍ୟରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ୩୨ଟି ପିଏମ୍ ଶ୍ରୀ ବିଦ୍ୟାଳୟର ୧୩୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇ ଆକାଂକ୍ଷୀ ମେଳା, ଆକାଂକ୍ଷୀ ଛାତ୍ର ପରିଷଦର ଜିଜ୍ଞାସା, କୌଶଳୀ, କ୍ରୀଡ଼ାଙ୍ଗନ ଓ ସାହିତ୍ୟ ସୃଜନୀ, ଦୋକାନ ଯାତ୍ରା, କୁଇଜ୍, ପତ୍ରିକା ଆଦି […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଭବାନୀପାଟଣା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଭିବି -ଜିରାମ -ଜୀ ଯୋଜନା ର ଜିଲ୍ଲା ସ୍ତରୀୟ ଜନଜାଗରଣ କର୍ମଶାଳା ଅନୁଷ୍ଠିତ ହେଇଯାଇଛି। ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼ ଙ୍କ ଅଧକ୍ଷ୍ୟତା ରେ ଆୟୋଜିତ କର୍ମଶାଳା ରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ମାଝୀ, ଅନିରୁଦ୍ଧ ପ୍ରଧାନ, ନମିତା ରାଣୀ ସାହୁ,ଭିବି -ଜିରାମ-ଜୀ ର ଜିଲ୍ଲା ସଂଯୋଜକ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ୨୦୨୫-୨୬ ଅବସରରେ ଦ୍ୱିତୀୟ ପର୍ଯ୍ୟାୟ ଜିଲ୍ଲାସ୍ତରୀୟ ଆଦର୍ଶ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୌଜନ୍ୟରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଟି ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ରାଷ୍ଟ୍ର ଗୀତ ବନ୍ଦେ ମାତରମ୍ ର ୧୫୦ତମ ବାର୍ଷିକ ଉତ୍ସବ ପାଳନ ଅବସରରେ ସାମୁହିକ ଗାନ କାର୍ଯ୍ୟକ୍ରମ ଭବାନୀପାଟଣା ବ୍ଲକ ସମ୍ମୁଖରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ ଏବଂ ଭବାନୀପାଟଣା ପୌରପାଳିକା ଉନ୍ନୟନ ଅଧିକାରୀ ପ୍ରମୋଦ ପାଢ଼ୀ ଙ୍କ ଅଧ୍ୟକ୍ଷତାରେ ସାମୁହିକ ଭାବେ ବନ୍ଦେ ମାତରମ୍ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ସ୍କୁଲ ର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ ସାମୁହିକ ବନ୍ଦେ ମାତରମ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟର ୫୭ତମ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର ପ୍ରଧାନଙ୍କ ସଭାପତିତ୍ତ୍ୱରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ସମ୍ମାନିତ ଅତିଥି ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଆଦିକାରୀ ତପିମାନି ଜାନୀ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ କଲ୍ୟାଣୀ ଦାଶ ଏବଂ ମୁଖ୍ୟ ବକ୍ତା ମନୋଜ ରଥ ଯୋଗ ଦେଇଥିଲେ।ବିଦ୍ୟାଳୟର ଛାତ୍ରୀ ମାନେ ସୁମଧୁର କଣ୍ଠରେ ସ୍ୱାଗତ ସଂଗୀତ ପରିବେଶନ କରିଥିଲେ ପ୍ରଧାନ ଶିକ୍ଷକ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜିଲ୍ଲାବାସୀଙ୍କୁ ୮୯୧. ୩୯ କୋଟି ଟଙ୍କା ବିନିମୟରେ ୩୬୧୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ଘୋଷଣା କରିଛନ୍ତି। ଆଞ୍ଚଳିକ ବୈଷମ୍ୟ ନୁହେଁ ବରଂ ରାଜ୍ୟର ସବୁ ଜିଲ୍ଲାର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ।ଚାଷୀ, ଯୁବବର୍ଗ ସମସ୍ତଙ୍କୁ ପ୍ରାଥମିକତା ଦେବା ସହିତ ପ୍ରଧାନମନ୍ତ୍ରୀଙ୍କ ବିକାଶ ଭି ବିରାସତ ଭି ଆହ୍ୱାନକୁ ସ୍ୱୀକାର […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡିର ଲୋକେ ଶାନ୍ତିପ୍ରିୟ, ନ୍ୟାୟ ପ୍ରିୟ। ଜିଲ୍ଲାର ପ୍ରତ୍ୟେକ ମଣିଷଙ୍କ ଜୀବନ ଯେତେ ସରଳ, ସେତେ ଶୃଙ୍ଖଳିତ ଏ ମାଟିର ଆରାଧ୍ୟ ମାଣିକେଶ୍ବରୀଙ୍କ ଆଶୀର୍ବାଦ ଲାଭ କରି ଏ ଜିଲ୍ଲାବାସୀଙ୍କ ଜୀବନ ଧନ୍ୟ ବୋଲି ନିଜ ବକ୍ତବ୍ୟରେ କହିଛନ୍ତି କଳାହାଣ୍ଡି ଜିଲ୍ଲା ତଥା ଦୌରା ଜଜ ଅନୁପ ରଞ୍ଜନ ପଟ୍ଟନାୟକ। ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ତଥା ଦୌରାଜଜ ଅନୁପ ରଞ୍ଜନ ପଟ୍ଟନାୟକ, ସମ୍ମାନିତ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡିର ଲୋକେ ଶାନ୍ତିପ୍ରିୟ, ନ୍ୟାୟ ପ୍ରିୟ। ଜିଲ୍ଲାର ପ୍ରତ୍ୟେକ ମଣିଷଙ୍କ ଜୀବନ ଯେତେ ସରଳ, ସେତେ ଶୃଙ୍ଖଳିତ ଏ ମାଟିର ଆରାଧ୍ୟ ମାଣିକେଶ୍ବରୀଙ୍କ ଆଶୀର୍ବାଦ ଲାଭ କରି ଏ ଜିଲ୍ଲାବାସୀଙ୍କ ଜୀବନ ଧନ୍ୟ ବୋଲି ନିଜ ବକ୍ତବ୍ୟରେ କହିଛନ୍ତି କଳାହାଣ୍ଡି ଜିଲ୍ଲା ତଥା ଦୌରା ଜଜ ଅନୁପ ରଞ୍ଜନ ପଟ୍ଟନାୟକ। ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ତଥା ଦୌରାଜଜ ଅନୁପ ରଞ୍ଜନ ପଟ୍ଟନାୟକ, ସମ୍ମାନିତ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡିର ଲୋକ କଳା, ଲୋକ ସଂସ୍କୃତିର ମହାକୁମ୍ଭ ହେଉଛି କଳାହାଣ୍ଡି ଉତ୍ସବ ଘୁମୁରା ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ କଳାହାଣ୍ଡିଆ ସ୍ୱାଭିମାନ ଆଗରେ ରହିଛି ଓ ଯୁଗେ ଯୁଗେ ବଜାୟ ରହିବ। ଜିଲ୍ଲାର ଏ ଉତ୍ସବ ମହାପର୍ବରେ ପରିଣତ ହୋଇଥିବାବେଳେ ୨୮ ବର୍ଷରେ ପହଞ୍ଚିଥିବା ଏହି ଉତ୍ସବ ଅନ୍ୟ ଜିଲ୍ଲାର ଲୋକ ଉତ୍ସବ ଆୟୋଜନ ପାଇଁ ପ୍ରେରଣା ଯୋଗାଇଛି ବୋଲି କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅବସରରେ ଅତିଥିମାନେ କହିଛନ୍ତି। ଉତ୍ସବରେ ମୁଖ୍ୟ ଅତିଥି […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଉତ୍ସବ ଘୁମୁରା ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ଚାଷୀ ସମସ୍ୟ ମିଲର ମାନଙ୍କର କଟଣୀ ଛଟଣି କୁନେଇ କଳାହାଣ୍ଡି ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ଭାଗୀରଥି ଇନ୍ ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ମଣ୍ଡି ପରିଦର୍ଶନ କରି ଚାଷୀ ସମସ୍ୟାର ସମାଧାନ କରନ୍ତୁ ବୋଲି ଯୁବ-ଛାତ୍ର ବିଜେଡି ଦାବି କରିଛିବା ସହିତ ଉପ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳା, ସଂସ୍କୃତି ଓ ଇତିହାସ ନୁହେଁ, ବରଂ ଆଧ୍ୟାତ୍ମିକ ଗୁରୁତ୍ୱ ବହନ କରୁଥିବା ଜିଲ୍ଲାର ବିଭିନ୍ନ ଐତିହାସିକ, ଆଧ୍ୟାତ୍ମିକ ତଥା ସାଂସ୍କୃତିକ ପୀଠସ୍ଥଳୀରୁ ପବିତ୍ର ମଶାଲ ପହଞ୍ଚିବା ପରେ ମା ମାଣିକେଶ୍ବରୀ ମନ୍ଦିରରୁ ପୂଜାର୍ଚ୍ଚନା ସହିତ ମୁଖ୍ୟ ମଶାଲ ବାହାରି ସେଠାରୁ ଅନ୍ୟ ମଶାଲ ସହିତ ମିଶି ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ମୁଖ୍ୟ ମଞ୍ଚ ସହିଦ ରେଣ୍ଡୋ ମାଝୀ ମଞ୍ଚ ପର୍ଯ୍ୟନ୍ତ ଯାଇଥିଲା। କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ଭବାନୀପାଟଣା […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି କଳା,ସଂସ୍କୃତି,ଐତିହଭରା ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା ଉପଲକ୍ଷେ ଭବାନୀପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ ଠାରେ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ସଂଘର ସହଯୋଗରେ ଏକ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା ଉଦଘାଟନ ହୋଇଯାଇଅଛି ।ଏହି ପ୍ରତିଯୋଗିତା ଜିଲ୍ଲା ପ୍ରଶାସନ ଓ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ସଂଘର ସଭାପତି ପ୍ରଦୀପ କୁମାର ଦାସଙ୍କ ନେତୃତ୍ୱରେ ସଂଘର ସମ୍ପାଦକ ସନ୍ଦୀପ କୁମାର ମିଶ୍ର ଏବଂ ସମସ୍ତ କର୍ମକର୍ତ୍ତା ମାନଙ୍କ ସହଯୋଗରେ ହେଉଥିଲା ।ଏହି ଉଦଘାଟନୀ ସମାରୋହରେ ମୁଖ୍ୟ […]
ନ୍ୟୁଜଗ୍ୟାଲେରି,ନବରଙ୍ଗପୁର: ପ୍ରକୃତିର ମାଧୁର୍ଯ୍ୟ ଓ କବିତାର ଆତ୍ମିକତା ମଧ୍ୟରେ ସାହିତ୍ୟିକ କାର୍ଯ୍ୟକ୍ରମ ମହାନଦୀ ଓ ତେଲ ନଦୀର ପବିତ୍ର ସଂଗମସ୍ଥଳୀ ସ୍ୱର୍ଣ୍ଣ ପ୍ରୟାଗ ଘାଟରେ କବି ବିରଞ୍ଚି ନାରାୟଣ ଦରୱାନଙ୍କ ନବ ପ୍ରକାଶିତ କବିତା ବହି ‘ସାରା ଆକାଶ ତୁମର ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କବି ବେଣୁଧର ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ମୁକ୍ତାକାଶ କବିତା ଆସରରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା କବି ‘ସାରା ଆକାଶ ତୁମର’ କବିତା ବହିରୁ ଆବୃତ୍ତିରେ ପ୍ରେମ, ପ୍ରକୃତି, […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସଦର ବ୍ଲକ ସ୍ଥିତ ଘୁମେର ଗୁଡା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଥର ପ୍ରଧାନ ଶିକ୍ଷକ ଜଗନ୍ନାଥ ତ୍ରିପାଠୀଙ୍କ ନେତୃତ୍ୱ ଓ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କାମଠଣା ପଞ୍ଚାୟତ ସରପଞ୍ଚ ଲୋକନାଥ ଦୁର୍ଗା,ସମ୍ମାନିତ ଅତିଥି ଭାବେ ଡ଼.ଅଜୟ କୁମାର ମିଶ୍ର,ପ୍ରଭାସ ଚନ୍ଦ୍ର ମିଶ୍ର,ଡ. ଉମେଶ ଶତପଥୀ, ଏ ବି ଇ ଓ ଜଗଦୀଶ ପ୍ରସାଦ ମୁଣ୍ଡ, ଏ ବି ଇ ଓ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ଜିଲ୍ଲା ସଦର ମହାକୁମା ଭବାନୀପାଟଣା ଠାରେ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ ଜଣେଇ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ନିମନ୍ତେ ସମସ୍ତଙ୍କର ସାହାର୍ଯ୍ୟ ଓ ସହଯୋଗ କାମନା କରିଥିଲେ । ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି କୃଷି ମହାବିଦ୍ୟାଳୟ ପରିସରରେ ଚାଲିଥିବା ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫ ଦ୍ୱିତୀୟ ଦିନରେ ସଫଳତାର ସହ ଅତିକ୍ରମ କରିଛି। ମେଳାର ପ୍ରଥମ ଦୁଇ ଦିନ ମଧ୍ୟରେ ଜିଲ୍ଲାର ଚାଷୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି, ଯାହାର ପରିଣାମସ୍ୱରୂପ ମୋଟ ୩.୫୭ କୋଟି ଟଙ୍କାର କୃଷି ଯନ୍ତ୍ରପାତି ବିକ୍ରୟ ହୋଇଥିବା ସୂଚନା ମିଳିଛି। ଦ୍ୱିତୀୟ ଦିନରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ପ୍ରାୟ ୫୦୦ ଚାଷୀ ଯୋଗଦେଇ ପାଠଶାଳା ମାଧ୍ୟମରେ ବିଭିନ୍ନ କୃଷି […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଳକ ଅନ୍ତର୍ଗତ ଟିପିଗୁଡା ମଣ୍ତଳ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଡୁମେରଗୁଡା ସାପ୍ତାହିକ ବଜାର ପ୍ରାଙ୍ଗଣ ରେ ମଣ୍ତଳ ସଭାପତି ଲଳିତ କୁମାର ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ବୈଠକରେ ଜିଲ୍ଲା ଉପସଭାପତି ସୁକାନ୍ତି ସା ଜିଲ୍ଲା ସଂପାଦକ ତଥା ଟିପିଗୁଡା ମଣ୍ତଳ ପ୍ରଭାରୀ ହେମନ୍ତ କୁମାର ମାଝୀ ଯୋଗ ଦେଇ ଥିବାବେଳେ। ମଣ୍ଡଳୀ ଦୁଇଜଣ ସାଧାରଣ ସମ୍ପାଦକ ଗଣେଶ ପଣ୍ଡା ଓ ଲକ୍ଷ୍ମଣ ମେହେର ସମେତ ମଣ୍ଡଳର […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ କୃଷି ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫ ଆରମ୍ଭ ହୋଇଯାଇଛି। ଏହି ମେଳାକୁ ଭବାନୀପାଟଣା କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ସନ୍ଦିପ୍ତ କୁମାର ନାଏକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉକ୍ତ ମେଳାରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନଙ୍କୁ କୃଷି କାର୍ଯ୍ୟରେ ଯନ୍ତ୍ରପାତି ବ୍ୟବହାର ଦ୍ଵାରା ଉତ୍ପାଦନ ବୃଦ୍ଧି ହେବା ସହିତ ସ୍ୱଳ୍ପ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ୩୭ତମ ଜାତୀୟ ସଡକ ସୁରକ୍ଷା ମାସ ୧ତାରିଖ ରୁ୩୧ତାରିଖ ପଯନ୍ତ “ସଡକ ସୁରକ୍ଷା, ଜୀବନ ରକ୍ଷା” ଶିର୍ଷକରେ ଜିଲ୍ଲା ପ୍ରଶାସନ ଓ ଆଞ୍ଚଳିକ ପରିବହନ ବିଭାଗ ଦ୍ୱରା ଆୟୋଜିତ ଏକ ସଚେତନତା ସାଇକେଲ ର୍ୟାଲି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଦ୍ୱାରା ଶୁଭାରମ୍ଭ ହୋଇଯାଇଛି।ଏହି ର୍ୟାଲିରେ ସ୍ଥାନୀୟ ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀଙ୍କ ସମେତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଦାଇତ୍ୱ ରେ ଥିବା ଡେପୁଟି କମିଶନର ପ୍ରତାପ କିଶୋର ପଣ୍ଡା, ଜୁନିୟର […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ ଭିଜିଲାନ୍ସ ଜାଲରେ।ଏବେ ଜୁଆଡ଼ ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ରେଞ୍ଜରେ ହାତୀର ଗତିବିଧି ତଦାରଖ କରିବା ପାଇଁ ନିୟୋଜିତ ଥିଲେ। ଜୁଆଡ଼ ୫୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି ମଷ୍ଟର ରୋଲ୍ ଓ ଜବ କାର୍ଡ ଦେଖାଇ ଏହି ଟଙ୍କାକୁ ସେ ଆତ୍ମସାତ କରିଥିବା ଜଣାପଡ଼ିଛି।
ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ନବବର୍ଷରେ ବନାନୀ କବି ସମ୍ମିଳନୀ କଳାହାଣ୍ଡି ଲେଖକ କଳା ପରିଷଦ ପକ୍ଷରୁ ଭବାନୀପାଟଣା ଭବାନୀପୁର ସ୍ଥିତ ଆମ୍ରକୁଞ୍ଜରେ ସ୍ବର୍ଗତ ଯୁଗଳ କିଶୋର ଯୋଷୀ ଙ୍କ ସ୍ମୃତିରେ “ବନାନୀ କବି ସମ୍ମିଳନୀ” ଅନୁଷ୍ଠିତ ହୋଇଯାଇଛି। ପ୍ରାକୃତିକ ପରିବେଶ ମଧ୍ୟରେ ପରିଷଦର ସଭାପତି ଉମେଶ ଚନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନାନୀ କବି ସମ୍ମିଳନୀରେ ଟିଟିଲାଗଡର ବରିଷ୍ଠ କବି ଗଜାନନ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଟିଟିଲାଗଡ ସାହିତ୍ୟ ସଂସଦର ସମ୍ପାଦକ ଜ୍ୟୋତି […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ଲାଲ୍ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ, ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ତୃତୀୟ ବାର୍ଷିକ ଦୁଇ ଦିନିଆ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା,୨୦୨୫ ଆରମ୍ଭ ହୋଇଛି।ପ୍ରଥମ ଦିବସ ରେ ମଞ୍ଚ ପୂଜା ଓ ଦେବ ଆରାଧନା ପରେ ,ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ,କଳାହାଣ୍ଡି ଡା ନୀରଦ ଚନ୍ଦ୍ର କହଁର ଙ୍କ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ।ମୁଖ୍ୟ ଅତିଥି ରୂପେ,ଶ୍ରୀମତୀ ମନୋରମା ମହାନ୍ତି,ମାନ୍ୟବର ବିଧାୟିକା, […]
ନ୍ୟୁଜଗ୍ୟାଲେରି,ଧର୍ମଗଡ: ମା ଭଣ୍ଡାର ଘରଣୀ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ ଖେଳ ପଡିଆ ଠାରେ ସପ୍ତାହ ବ୍ୟାପି ଚାଲି ଥିବା ନକ ଆଉଟ ଫୁଟ ବଲ ପ୍ରତିଯୋଗିତା “ଧର୍ମଗଡ କପ-୨୦୨୫” ସମାପ୍ତ ହୋଇ ଯାଇଛି । ଫାଇନାଲ ମ୍ୟାଚ ୟୁଥ କ୍ଲବ ଭବାନୀପାଟଣା ଦଳ ଓ ରାଇଜିଂ ଷ୍ଟାର ଟିଟିଲାଗଡ ଦଳ ମଧ୍ୟ ରେ ଅନୁଷ୍ଠିତ ହୋଇ ଥିଲା । ରୋମାଞ୍ଚ ଭରା ଫାଇନାଲ ଖେଳ ର ପ୍ରଥମାର୍ଦ୍ଧରେ ଭବାନୀପାଟଣା ଦଳ ଗୋଟିଏ ଗୋଲ ଦେଈ ଥିଲେ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ର କଳା, ସଂସ୍କୃତି, ସାହିତ୍ୟ, ଲୁକାୟିତ ପ୍ରତିଭା, ଭାଇଚାରା ସମ୍ପର୍କର ବାର୍ତ୍ତାବହ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ପ୍ରତି ବର୍ଷ ଭଳି ଆଗାମୀ ଜାନୁଆରୀ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ଭବାନୀ ପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ଏବଂ ୧୫ ରୁ ୧୭ ଜାନୁଆରୀ ଧର୍ମଗଡ଼ ଉତ୍ସବ ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହେବ।ଏହି ଅବସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଉଦଘାଟନୀ ଉତ୍ସବ ଭବାନୀପାଟଣା ବ୍ଲକର କାମଠଣା ଗ୍ରାମ ପଞ୍ଚାୟତ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବରିଷ୍ଠ ନାଗରିକ ସଂଘର ଅଷ୍ଟମ ବାର୍ଷିକ ଉତ୍ସବ ଓ ସାଧାରଣ ସଭା ରିଷିଗାଁ ଡଙ୍ଗରି ପଡ଼ା ସ୍ଥିତ ଏସ କେ ହିଲ୍ ଭ୍ୟୁ ଠାରେ ଅନୁଷ୍ଠିତ ହୋଯାଇଛି। ସଂଘର ସଭାପତି ବିଜୟ କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ସାଧାରଣ ସମ୍ପାଦକ ରାଜକିଶୋର ସାମନ୍ତରାୟ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ସଭାପତି ପ୍ରଫେସର ଟହଲୁ ସାହୁ ମୁଖ୍ୟ […]
