ବେହେରା ଠାରେ ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ବିଧାୟକ ଙ୍କୁ ଦାବିପତ୍ର. ନ୍ୟୁଜ ଗ୍ୟାଲେରି, ବେହେରା,ଧର୍ମଗଡ(ଭୁପେଶ ତିୱାରୀ) କିଛି ଦିନ ତଳେ ଓଡିଶା ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ତାଙ୍କ ସରକାର ବ୍ଲକ ପୁନର୍ଗଠନ ପାଇଁ ଚିନ୍ତା କରୁଥିବା ବିଷୟ ଗଣ ମାଧ୍ୟମରେ ପ୍ରକାଶ କରିବା ପରେ ରାଜ୍ୟର ବିଭିନ୍ନ ଅଂଚଳରେ ଲୋକଙ୍କ ଭିତରେ ନୂତନ ବ୍ଲକ ଗଠନ ନେଇ ଆଶା ସଂଚାର ହୋଇଛି । ବିଶେଷକରି କଳାହାଣ୍ଡି ଜିଲ୍ଲାର ଐତିହାସିକ ଦଣ୍ଡପାଟ ଅଂଚଳ ର ୧୧ଗୋଟି […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଥାଇଲାଣ୍ଡର ବ୍ୟାଙ୍କକସ୍ଥିତ ଏସିଆନ ଇଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରେ ଗତ ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବିଜନେସ ଓ ମ୍ୟାନେଜମେଣ୍ଟ ଉପରେ ଇଣ୍ଟର ନେସନାଲ ଏଜୁକେସନ ଇନୋଭେସନ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା । ଏଥିରେ ଭାରତରୁ ୬୫ ଜଣ ଏମବିଏ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଏଥିରେ ବିଶ୍ବର ବିଭିନ୍ନ ବିଶ୍ବବିଦ୍ୟାଳୟ ମ୍ୟାନେଜମେଣ୍ଟ ପ୍ରଫେସରମାନେ ଯୋଗ ଦେଇଥିଲେ । ବିଜନେସ ଓ ଏଆଇ, ଡ଼ିଜିଟାଲ ମାର୍କେଟିଂ, ଆମଦାନୀ ଓ ରପ୍ତାନୀ, […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ କିମ୍ବଦନ୍ତୀ ସୌରଭ ଗାଙ୍ଗୁଲି ବିଜେପି ଶାସିତ ରାଜ୍ୟ ତ୍ରିପୁରାର ବ୍ରାଣ୍ଡ ଆମ୍ବାସାଡର ହେବାକୁ ଯାଉଛନ୍ତି। ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ତ୍ରିପୁରାର ପର୍ଯ୍ୟଟନ ମନ୍ତ୍ରୀ ସୁଶାନ୍ତ ଚୌଧୁରୀଙ୍କ ସହ ତାଙ୍କ କୋଲକାତା ସ୍ଥିତ ବାସଭବନରେ ଏକ ବୈଠକ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।ବୈଠକ ପରେ ଗାଙ୍ଗୁଲି କହିଛନ୍ତି, ‘ମୁଁ ପ୍ରସ୍ତୁତ ଅଛି । ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା କହିଛନ୍ତି, ‘ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି […]
