ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ଦୁଇଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଂସଦ ସୁଜିତ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଲୋକାର୍ପିତ ଦୁଇଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକ ଓ ଅନ୍ୟଟି କେସିଙ୍ଗା ବ୍ଲକର ଜନସାଧାରଣଙ୍କୁ ସେବା ଯୋଗାଇବ ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା :କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ବିଭିନ୍ନ ସ୍ଵଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ଆର୍ଥିକ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ସଶକ୍ତ ମହିଳା ଓ ସାହିତ୍ୟ କ୍ଷେତ୍ର ରେ ନାରୀ ମାନଙ୍କ ଅବଦାନ କୁ ନେଇ ଅବସର ପ୍ରାପ୍ତ ବରିଷ୍ଠ ନାଗରିକ ମାନଙ୍କ ଦ୍ଵାରା ଏକ ଆଲୋଚନା ପର୍ବ ଓ କବିତା ଆସର ଭବାନୀପାଟଣା ସ୍ଥିତ ଅମଲା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ସମ୍ମାନିତ ଅତିଥି ରୂପେ ସୁଶ୍ରୀ ମମତା ଦାସ,ଡ଼. ବନମାଳୀ ମେହର, ଡ଼. ଅଜୟ ମିଶ୍ର,ଅବସର ପ୍ରାପ୍ତ […]
ନ୍ୟୁଜ ଗ୍ୟାଲେରି, ଜୁନାଗଡ଼:କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଦୈନିକ ଖବରକାଗଜ ‘ଦର୍ଶନ’ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧିର କୁମାର ପଟ୍ଟଯୋଶୀ,ସମ୍ମାନୀତ ଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଧୁ ମଙ୍ଗରାଜ, ଦର୍ଶନ ଖବରକାଗଜର ସମ୍ପାଦକ ବିଭୁତି ଭୁଷଣ ନାୟକ, ସହ ସମ୍ପାଦକ ପ୍ରଶ୍ମିତା ମହାନ୍ତି, […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ପ୍ରଭୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାପ୍ରଭୁଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ, ପୂର୍ବତନ ସଦର ବିଧାୟକ ଅନାମ ନାଏକ ଯୋଗଦେଇ କଳାହାଣ୍ଡି କରଣ ସମାଜ ତରଫରୁ ୨୭ତାରିଖ ରୁ ଚାରି ଦିନ ବ୍ୟାପି ହେବାକୁ ଥିବା ଉତ୍ସବକୁ ଶ୍ରୀମତୀ ଦେଓ ଏବଂ ସମସ୍ତ ଅତିଥିମାନଙ୍କ ଦ୍ୱାରା ଉଦଘାଟନ କରାଯାଇଥିଲା […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆକସ୍ମିକ ଚିକିତ୍ସା ସେବାର ସୁଧାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ନେଇ ମୁଖ୍ୟ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ କାର୍ଯ୍ୟାଳୟ ଠାରେ ଏକ ନୂତନ ବାଇକ୍ ଆମ୍ବୁଲାନ୍ସ ସେବାର ଉଦ୍ଧଘାଟନ କରିଛନ୍ତି । ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡକ୍ଟର ମିନତୀ ଲତା ଦାଶ (ପ୍ରସୂତି ଏବଂ ସ୍ତ୍ରୀରୋଗ ବିଶେଷଜ୍ଞ)। ଏହି ଅବସରରେ ଟାଟା ପାୱାର ୱଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରି ବ୍ୟୁସନ୍ ଲିମିଟେଡ୍ ର ଅଧିକାରୀର ସିଏସଆର ମୁଖ୍ୟ ଅରୁଣା ମାରାଣ୍ଡି ଏବଂ ସ୍ବାସ୍ଥ୍ୟ […]
ନ୍ୟୁଜ ଗ୍ୟାଲେରି,ଟିକିରି : ଉତ୍କଳ ଆଲୁମିନା ହିଣ୍ଡାଲକୋ ଇଣ୍ଡଷ୍ଟ୍ରଜ ଆଦିତ୍ୟ ବିର୍ଲାର ଏକ ସହଯୋଗୀ କମ୍ପାନୀ ଶୈଶବ ଆବସ୍ଥାରେ ଶିକ୍ଷା ତଥା ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଶିଶୁର ସର୍ବାଙ୍ଗିନ ବିକାଶ ଲକ୍ଷ୍ୟ ନେଇ ଗ୍ରାମାଞ୍ଚଳରେ ପ୍ରମୁଖ ଭୂମିକା ନର୍ବାହ କରିଛି ।ଏହି ପରିପ୍ରେକ୍ଷୀରେ କାଳାହାଣ୍ଡି ଜିଲ୍ଲା ଥୁଆମୁଲ ରାମପୁର ବ୍ଲକ ଅନ୍ତର୍ଗତ ଆଡରୀ ଗ୍ରାମ ପଞ୍ଚାୟତ ଠାରେ କମ୍ପାନୀ ଖଣି ସିଏସଆର ଅଭିଯାନ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଶିଶୁ ମାନଙ୍କ ବିକାଶ ସାଧନ ସକାଶେ ଅବିରତ ଉଦ୍ୟମ […]
ନ୍ୟୁଜଗ୍ୟାଲେରି,ଧର୍ମଗଡ଼:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ମିଳିତ ସହଯୋଗ ରେ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଧର୍ମଗଡ଼ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି ।କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ସମ୍ମାନିତ ଅତିଥି ଭାବେ ବିଧାୟକ ସୁଧୀର ରଞ୍ଜନ ପଟଯୋଶୀ, ଉପଜିଲ୍ଲାପାଳ ଧୀମାନ ଚକମା, ବ୍ଲକ ଅଧ୍ୟକ୍ଷା ବବିତା ପଟଯୋଶୀ,ଜିଲ୍ଲା ଶ୍ରମ କମିଶନର ସୁବାଷ ଚନ୍ଦ୍ର ମଣ୍ଡଳ, ଜିଲ୍ଲା ଶ୍ରମ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ରାଜ୍ୟରେ ବିଜେପି ସରକାର ହେବା ପରେ ରାଜ୍ୟର ସମସ୍ତ ଭତ୍ତାଧିକାରୀ ଖୁସି ଥିଲେ ଯେ ସରକାର ପ୍ରତିଶୃତି ଭତ୍ତା ୩୦୦୦ଟଙ୍କା ଘୋଷଣା କରି ସେମାନଙ୍କର ଆଶା ପୁରଣ କରିବେ । କିନ୍ତୁ ମୋହନ ସରକାର ହେବାର ୮ମାସ ପରେ ବି ଚଳିତ ବର୍ଷ ତୃତୀୟ ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ଯାୟରେ ବାକି ରହି ଯାଇଥିବା ୬୦ବର୍ଷରୁ ଉର୍ଦ୍ଧ୍ବ ବୁଢାବୁଢି, ବିଧବା, ଅବିବାହିତା ଓ ୪୦%ରୁ ଉର୍ଦ୍ଧ୍ବ ଭିନ୍ନକ୍ଷମ ପାଖାପାଖି ୫୭ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ନିରାଶ […]
ନ୍ୟୁଜ ଗ୍ୟାଲେରି,ଜୟପାଟଣା :କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୨୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୮ ଗୋଟି ଓ ସାମୂହିକ ୫ […]
ନ୍ୟୁଜଗ୍ୟାଲେରି,ବଲାଙ୍ଗିର: ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଏବଂ “ବିଚାର” ଓ “ଭୂମିକା” ପରିବାରର ମିଳିତ ଆନୁକୁଲ୍ୟରେ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ “ସାମ୍ବାଦିକଙ୍କ ସାଂସ୍କୃତିକ ଦାୟିତ୍ୱ” ଶୀର୍ଷକ ସେମିନାର ଆୟୋଜିତ ହୋଇଥିଲା।ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଅରବିନ୍ଦ ଓଝା ଙ୍କ ସଭାପତିତ୍ବ ରେ ଅତିଥି ଭାବରେ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇଥିବା ବେଳେ ସନ୍ଧିପ କୁମାର କୁଁଅର, ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ମହାପାତ୍ର, ମନୋରଞ୍ଜନ ଯୋଷୀ ଓ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା:ସଦର ବ୍ଲକ ସି ଟି ସ୍କୁଲ ପ୍ରାଙ୍ଗଣ ଠାରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ କଳାହାଣ୍ଡି ତରଫରୁ ଜିଲ୍ଲା ସ୍ତରୀୟ ବୃହତ ନିଯୁକ୍ତି ମେଳା ର ଉଦ୍ଘାଟନ ସମାରୋହ ଜିଲ୍ଲାପାଳ ପାୱାର ସଚିନ ପ୍ରକଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହେଇଯାଇଛି ।ଏହି ନିଯୁକ୍ତି ମେଳା ରେ ରାଜ୍ୟ ଓ ରାଜ୍ୟ ବାହାର ର ୪୦ ଗୋଟି ନିଯୁକ୍ତି ଦାତା ସଂସ୍ଥା ଯୋଗଦେଇଥିଲେ ଏହା ବ୍ୟତୀତ ୧୨ ଗୋଟି ପ୍ରକଳ୍ପ କାର୍ଯ୍ୟକାରିଣୀ ସଂସ୍ଥା, […]
ନ୍ୟୁଜ ଗ୍ୟାଲେରି,ଟିକିରି : ରାୟଗଡ଼ା ଜିଲ୍ଲା ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲାର ଏକ ସହଯୋଗୀ କମ୍ପାନୀ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ସାହାଯ୍ୟ ହାତ ବଢାଇବା ପାଇଁ ପ୍ରମୁଖ ଭୂମିକା ଗ୍ରହଣ କରିଛି । ଏହି କ୍ରମରେ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଚିହ୍ନଟ ସହ ସେମାନଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି । ରାୟଗଡା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା ଖଣି ପ୍ରକଳ୍ପ ତରଫରୁ ସାମାଜିକ ଦାୟିତ୍ୱବୋଧ ଅଭିଯାନ […]
ନ୍ୟୁଜ ଗ୍ୟାଲେରି,ଭବାନୀ ପାଟଣା:ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ମାଇ ଭାରତ ଦ୍ୱାରା ଜିଲ୍ଲା ଇ ଟି ସି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆୟୋଜିତ ଆନ୍ତଃଜିଲ୍ଲା ଯୁବ ବିନିମୟ କାର୍ଯ୍ୟକ୍ରମର ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ସମ୍ମାନିତ ଅତିଥି ଭାବେ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଡ.ନିବେଦିତା ନାଥ ମା ମାଣିକେଶ୍ବରୀ ବିଶ୍ଵ ବିଦ୍ୟାଳୟ ଜିଲ୍ଳା ସଂସ୍କୃତି ଅଧିକାରୀ ବିବେକାନନ୍ଦ […]
ନ୍ୟୂଜ ଗ୍ୟାଲେରି,ଧର୍ମଗଡ,ବେହେରା,(ଭୂପେଶ ତିୱାରୀ): କଳାହାଣ୍ଡି ଜିଲ୍ଲାର ଐତିହାସିକ ଦଣ୍ଡପାଟ ଅଞ୍ଚଳର ୧୧ ଗୋଟି ପଞ୍ଚାୟତ କୁ ନେଇ ବେହେରା ଠାରେ ନୂତନ ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ଦଣ୍ଡପାଟ ବ୍ଲକ କ୍ରିୟାନୁଷ୍ଠାନ କେମିତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କୁ ସାକ୍ଷାତ କରିଛନ୍ତି। ବେହେରା ଗ୍ରାମ ହେଉଛି ଦଣ୍ଡପାଟ ଅଞ୍ଚଳର ମୁଖ୍ୟ ବ୍ୟବସାୟିକ କେନ୍ଦ୍ର ।ବେହେରା ଗ୍ରାମ ଉପରେ ଏହି ଅଞ୍ଚଳ ବ୍ୟତୀତ ପଡୋଶୀ ନବରଙ୍ଗପୁର ଜିଲ୍ଲା ଓ ଛତିଶଗଡ଼ ରାଜ୍ୟର ଶହ ଶହ ବ୍ୟକ୍ତି ପ୍ରତ୍ୟେକ ଦିନ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା : ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି କଳାହାଣ୍ଡି ଜିଲ୍ଲା ରୁ ୫ଟି ସ୍ୱତନ୍ତ୍ର ବସ ଯୋଗେ ୧୯୨ ଜଣ ବରିଷ୍ଠ ନାଗରିକ ରାୟଗଡା କୋଲକାତା କାମାକ୍ଷୀ ଅଭିମୁଖେ ଯାତ୍ରା କରିଛନ୍ତି । ରାୟଗଡାରେ ସମସ୍ତ ତୀର୍ଥଯାତ୍ରୀ ରାତ୍ରି ଯାପନ କରି ସ୍ଵତନ୍ତ୍ର ଟ୍ରେନ ଯୋଗେ କୋଲକାତା କାମାକ୍ଷୀ ଯାତ୍ରା କରି ଆସନ୍ତା ଫେବୃଆରୀ ୨୩ ତାରିଖରେ ଫେରିବେ । ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି […]
ନ୍ୟୁଜ ଗ୍ୟାଲେରି,ଜୁନାଗଡ଼: କଳାହାଣ୍ଡି ଜୁନାଗଡ଼ ମହୋତ୍ସବ ମହାସମାରୋହରେ ଉଦ୍ଧଘାଟିତ ହୋଇଛି।କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଧଘାଟନ କରିଛନ୍ତି। ଏକ ବିଶାଳ ମଶାଲ ରାଲି ମା ଲଙ୍କେଶ୍ୱରୀ ମନ୍ଦିର ଠାରୁ ଆରମ୍ଭ ହୋଇଥିଲା। ପ୍ରଥମେ ମା ଲଙ୍କେଶ୍ୱରୀ ଙ୍କ ଠାରେ ପୂଜା ଅର୍ଚ୍ଚନା କରି ମଶାଲ ବାହାର କରି ଶହ ଶହ ଜନସାଧାରଣଙ୍କ ସମେତ ଘୁମୁରା, ସଂକୀର୍ତ୍ତନ, ଢାପ ନାଚ,ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଶହ ମଶାଲ ରାଲି ଉତ୍ସବ ପାଳନ ପଡିଆକୁ […]
ନ୍ୟୁଜଗ୍ୟାଲେରି,ଧର୍ମଗଡ଼:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଳକ ଅନ୍ତର୍ଗତ ଡୁମେରଗୁଡା ପଞ୍ଚାୟତ ଠାରେ ଗ୍ରାମ ରୋଜଗାର ସେବକ ନିଯୁକ୍ତି ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଦେବେ ବୋଲି ସ୍ଥାନୀୟ ସରପଞ୍ଚ ନଳିନୀ ପ୍ରଭା ବେହେରା ଏଵଂ ଓ୍ଵାଡ ମୋମ୍ଵର ଓ ଗ୍ରାମ ଵାସି ନିଷ୍ପତି ନେଇଥିବା ଅଭିଯୋଗ କରିଛନ୍ତିି। ଏହି ପଞ୍ଚାୟତ ରେ ଛଅ ଗୋଟି ଗ୍ରାମର ଲୋକମାନେ ବସବାସ କରୁଥିବା ବେଳେ ପ୍ରାୟ ଛଅ ହଜାର ଭୋଟର ଅଛନ୍ତି। ସରକାର ଏବେ ପ୍ରଧାନମନ୍ତ୍ରୀ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କର୍ଲ।ପଡା କ୍ଲଷ୍ଟର ସ୍ତରୀୟ”ନିପୁଣ ଓଡ଼ିଶା”(ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ)କାର୍ଯକ୍ରମ କର୍ଲାପଡା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କର୍ଲାପଡ଼ା କ୍ଳଷ୍ଟରର କ୍ଲଷ୍ଟର ସଂଯୋଜକ ପ୍ରଦ୍ୟୁମ୍ନ କୁମାର ହୋତା ଙ୍କ ନେତୃତ୍ୱ ଅନୁଷ୍ଠିତ ହୋଇଥିଲା।ଶ୍ରୀ ହୋତାଙ୍କ ବଳିଷ୍ଠ ନେତୃତ୍ବ ଏବଂ କ୍ଲଷ୍ଟର୍ ର ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ପୂର୍ଣ୍ଣ ସହଯୋଗ ଓ ଆପ୍ରାଣ ପ୍ରଚେଷ୍ଟାରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଦୟାନିଧି […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଗାଁ ସାଥିମାନେ ସ୍ଥାୟୀ ନିଯୁକ୍ତି ଦାବୀ ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ମା ମାଣିକେଶ୍ଵରୀ ମନ୍ଦିର ଠାରୁ ଏକ ରେଳୀ ବାହାରି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ସେମାନେ ୨୦୦୮ ମସିହା ଠାରୁ ମନରେଗା କାର୍ଯ୍ୟକରୁଥିବା ଗାଁ ସାଥି (ମେଟ) ମାନଙ୍କୁ ସ୍ଥାୟୀ ନିଯୁକ୍ତି ଓ ମାସିକ ପ୍ରୋତ୍ସାହନ ବରହଜାର ଟଙ୍କା ଦାବୀରେ କଳାହାଣ୍ଡି ଗାଁ ସାଥି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ବହୁଦିନରୁ ଆଶା ବାନ୍ଧିଥିବା କଳାହାଣ୍ଡି ଜିଲ୍ଲାର ଚାରବାହାଲ ପଞ୍ଚାୟତର ଗ୍ରାମବାସୀ ଏବେ ଚଳଚଞ୍ଚଳ ହୋଇ ଉଠିଛନ୍ତି। ଓଡ଼ିଶାର ମୂଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଅମଳରୁ ଚାରବାହାଲ ଠାରେ ବ୍ଳକ ଗଠନ ପାଇଁ ଦାବୀ ହେଇ ଆସିଛି। କିନ୍ତୁ ଏହା ଉପରେ ପରବର୍ତ୍ତୀ ସରକାର ମାନେ ନୂତନ ପଞ୍ଚାୟତ ଗଠନ କରିଥିଲେ ହେଁ ନୂତନ ବ୍ଳକ ଗଠନ ପ୍ରସଙ୍ଗକୁ ଶୀତଳ ଭଣ୍ଡାରରେ ରଖି ଦେଇଥିଲେ। ନୂତନ ଏନ୍ ଏ ସି, ତହସିଲ ଗଠନକୁ ଗୁରୁତ୍ଵ ଦେଇଥିଲେ […]
ନ୍ୟୁଜ ଗ୍ୟାଲେରି, ବେହେରା:(ଭୂପେଶ ତିୱାରୀ) କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଜ୍ୟୋତି ଫାର୍ମ ଠାରେ ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ( ଏଡିଇଓ)ସଂଘ ର ଏକ ସମାର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।ଏହି ସଭା ରେ ଓଜିଆରଏସ ସଂଘର ରାଜ୍ୟ ସଭାପତି ପ୍ରଭାତ ତିୱାରୀ ଙ୍କୁ ସମ୍ମାନିତ କରାଯାଇଥିଲା।ଶ୍ରୀ ତିୱାରୀ କଳାହାଣ୍ଡି ଜିଲ୍ଲାର ଧର୍ମଗଡ ବ୍ଲକ ଦଣ୍ଡପାଟ ଅଞ୍ଚଳ ବେହେରା ବାଙ୍କିମୁଣ୍ଡା ଗ୍ରାମର।ସେ ୨୦୧୪ ରେ ବେହେରା ପଞ୍ଚାୟତ ରେ ଓଜିଆରଏସ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ଼:(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଧାନସଭା ଅନ୍ତର୍ଗତ ଧର୍ମଗଡ଼ ନଗର ମଣ୍ଡଳ,ଖଇରପଦର ମଣ୍ଡଳ, ଏଵଂ ଟିପିଗୁଡା ଏବଂ ଧର୍ମଗଡ଼ ନଗର ସଭାପତି ସୈାରଭ ମତ୍ତଲ ଙ୍କ ଅଧ୍ୟକ୍ଷତା ରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୁଣ୍ୟତିଥି ସମର୍ପଣ ଦିବସ ପାଳନ ହୋଇଯାଇଛି। ମୁଖ୍ୟ ଅତିଥି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଯୋଗ ଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ଜିଲ୍ଳା ସଭାପତି ଧନଞ୍ଜୟ […]
ନ୍ୟୁଜ୍ ଗ୍ୟାଲେରି, ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ କଂଗ୍ରେସ କମିଟି ପକ୍ଷୁର ଜଗନ୍ନାଥ ପୁର ଠାରୁ ବେଦାନ୍ତ ଲିମିଟେଡ ହୋଇ ଲାଞ୍ଜିଗଡ ପୋଲିସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ରେଲି ଓ ପଥପ୍ରାନ୍ତ ସଭା କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ମନ୍ତ୍ରୀ ଭକ୍ତଚାରଣ ଦାସ, ଜିଲ୍ଲା ସଭାପତି ଭାରତଭୂଷଣ ବେମାଲ, ଦ୍ରୁପଡ଼ି ମାଝୀ, ମୁରଲୀ ନାୟକ,ସିଦାର୍ଥ ନାୟକ, ଧନୁର ଧର ଗହୀର, ପ୍ରୀତମ ବେହେରା ପ୍ରମୁଖ ଉପସ୍ଥିତ ରହି ନିୟମଗିରୀ ରେ ରହୁଥିବା ଡ଼ଙ୍ଗରିଆ […]
ନ୍ୟୁଜଗ୍ୟାଲେରି ଧର୍ମଗଡ଼:(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଧାନସଭା ତରଫରୁ ନୂତନ ଭାବରେ ଦାଇତ୍ୱ ପାଇଥିବା ଜିଲ୍ଲା ସଭାପତି ଏଵଂ ମଣ୍ଡଳ ସଭାପତି ଓ ଜିଲ୍ଳା ପ୍ରତିନିଧି ଏବଂ ରାଜ୍ୟ ପରିଷଦ ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟଅତିଥି ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ, ପୂର୍ବତନ ଜିଲ୍ଳା ସଭାପତି ଦେବେନ୍ଦ୍ର ମହାନ୍ତି ଓ ଧନଞ୍ଜୟ ପାତ୍ର ଜିଲ୍ଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ,ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ, […]
ନ୍ୟୁଜ ଗ୍ୟାଲେରି ଭବାନୀପାଟଣା:ନର୍ଲା ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଉପ ନିର୍ଦେଶକ ପ୍ଲୀନିଂ କାର୍ଯ୍ୟାଳୟ, ସ୍ଥିତ ସଭା ଗୃହରେ ମାନ୍ୟବର ନର୍ଲା ବିଧାୟିକା ମନୋରମା ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ଅନୁସୂଚିତ ଜାତି, ଜନଜାତି,, ଖାଦ୍ୟ ସୁରକ୍ଷା, ସହର ଏବଂ ଗ୍ରାମ୍ୟ ସ୍ୱଚ୍ଛତା ଏବଂ ଅନ୍ୟାନ୍ୟ ଉନ୍ନୟନ ମୂଳକ, ଶ୍ରମିକ ସମସ୍ୟା, ଗମନା ଗମନ, ସାମାଜିକ ସୁରକ୍ଷା, ପଶୁପାଳନ, କୃଷି,ମତ୍ସ, ଜଳ ସେଚନ, […]
ନ୍ୟୂଜଗ୍ୟାଲେରୀ,ଧର୍ମଗଡ,ବେହେରା:(ଭୂପେଶ ତିୱାରୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବେହେରା ଦନ୍ତେଶ୍ୱରୀ ଉଚ୍ଚ ବିଦ୍ୟାଳୟ ରେ ଦୀର୍ଘ ୪୧ ବର୍ଷ ଧରି ଶିକ୍ଷକତା କରି ଅବସର ଗ୍ରହଣ କରିଥିବା ଶିକ୍ଷକ କାମେଶ୍ବର ସିଂହ ସର୍ଧାପୁର ସ୍ଥିତ ନିଜ ବାସଭବନ ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ସେ ଜଣେ ମେଳାପୀ ଓ ପରୋପକାରୀ ବ୍ୟକ୍ତି ଥିଲେ। ଦୀର୍ଘ ୪୧ ବର୍ଷ ଧରି ସେ ବେହେରା ଦନ୍ତେଶ୍ୱରୀ ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷକତା କରିଥିଲେ ମୃତ୍ୟୁ […]
ନ୍ୟୁଜ ଗ୍ୟାଲେରି,ଧର୍ମଗଡ:(ହେମନ୍ତ କୁମାର ମାଝୀ) ଧର୍ମଗଡ କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ର ଟିପିଗୁଡା ଏବଂ ଡୁମେରଗୁଡା କୁ ସଂଯୋଗୀକରଣ କରୁଥିବା ଏକ ବିଶାଳ ନାଳ ଉପରେ ଏକ ସୁଉଚ୍ଚ ପୋଲ ସହ ୨କିମି ରାସ୍ତା ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ଧର୍ମଗଡ ବିଧାୟକ ସୁଧୀର ରଂଜନ ପଟ୍ଟଯୋଷୀ ।ସରକାର ଙ୍କ ତରଫରୁ ଏଥିପାଇଁ ୨କୋଟି୭୪ଲକ୍ଷ ଟଙ୍କା ମଞ୍ଜୁର ହୋଇ ଟେଣ୍ଡର ପ୍ରକ୍ରିୟା ସରିଛି । ସୁଉଚ୍ଚ ପୋଲ ଦୁଇପାଖରେ ଏହା ସହିତ ୨କିମି […]
ନ୍ୟୁଜଗ୍ୟାଲେରି,ଧର୍ମଗଡ:(ହେମନ୍ତ କୁମାର ମାଝୀ) ଧର୍ମଗଡ଼ ବ୍ଲକ୍ ଅନ୍ତର୍ଗତ କାଶୀବାହାଲ କ୍ଲଷ୍ଟର୍ ପକ୍ଷରୁ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି। ସିଆରସି ସି ରାଜେନ୍ଦ୍ର ଦୁରିଆ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବ୍ଲକ୍ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ମୁଖ୍ୟବକ୍ତା ଭାବରେ ଜିଲ୍ଲା ପରିଷଦ ସଦସ୍ୟ ତଥା କଳାହାଣ୍ଡି ଜିଲ୍ଲାପରିଷଦ ଷ୍ଟାଣ୍ଡିଂ କମିଟି ଶିକ୍ଷା, କ୍ରୀଡା ଓ ସଂସ୍କୃତି ବିଭାଗ ର ଅଧ୍ୟକ୍ଷ ଗୋପୀନାଥ ମହାନନ୍ଦ, ବିଶିଷ୍ଟ ଅତିଥି ଭାବରେ ଧର୍ମଗଡ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା:ଦିନ କୁ ଦିନ ବଢି ଚାଲିଥିବା କର୍କଟ ରୋଗରୁ ପ୍ରତିକାର ଓ ଏହାର ମୁକାବିଲା ପାଇଁ ଲୋକମାନଙ୍କ ଭିତରେ ସଚେତନତା ର ଆବଶ୍ୟକତା କୁ ଅନୁଭବ କରି “ମଦର ଟେରେସା କଲେଜ ଅଫ ନର୍ସିଂ, କଳାହାଣ୍ଡି” ପକ୍ଷରୁ ଭବାନୀପାଟଣା ସ୍ଥିତ ଟାଉନ ହଲ୍ ରେ ବିଶ୍ଵ କର୍କଟ ଦିବସ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ କଲେଜ ପରିଚାଳନା କମିଟି ଅଧ୍ୟକ୍ଷ ଡ଼. ଆନ୍ଦ୍ରୀୟ ଦୀପ ମହୋଦୟ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲା […]
