ନ୍ୟୁଜଗ୍ୟାଲେରି,ଧର୍ମଗଡ:(ହେମନ୍ତ କୁମାର ମାଝୀ) ଧର୍ମଗଡ଼ ବ୍ଲକ ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଉପ ଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା, ସାଂସଦ ପ୍ରତିନିଧି ଲକ୍ଷ୍ମୀ କାନ୍ତ ବାଗ,ବ୍ଲକ ଅଧ୍ୟକ୍ଷ।ବବିତା ପଟ୍ଟଯୋଶୀ ,ସରପଞ୍ଚ ସଙ୍ଘ ସଭାପତି ହାତିରାମ ଦୁର୍ଗା ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନା କାର୍ଯ୍ୟକାରୀ ହେଲେ ଗ୍ରାମାଞ୍ଚଳରେ ସମସ୍ତ ଉନ୍ନୟନ କାର୍ଯ୍ୟ ସମ୍ପାଦନ ହୋଇ ପାରିବ ବୋଲି କହିବା […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:ସରକାରଙ୍କର ଏକ ଯୁଗାନ୍ତକାରୀ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ର ଆଜି ଶୁଭାରମ୍ଭ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିକଶିତ ଗାଁ ବିକଶିତ ଓଡିଶା ର ଶୁଭାରମ୍ଭ କରିଥିଲେ।ଏହି ଯୋଜନା ର ରୂପରେଖ ହେଉଛି ସମୃଦ୍ଧ ଓଡ଼ିଶା ର ନୂତନ ପରିଭାଷା,୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ ରେ ୫ ବର୍ଷ ପର୍ଯ୍ୟନ୍ତ ଯୋଜନା […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି କରିବା ପ୍ରତିଶୃତି ଦେଇଥିଲେ। କିନ୍ତୁ ମୋହନ ସରକାରଙ୍କ ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ ୮୦% ଉର୍ଦ୍ଧ୍ବ ଭିନ୍ନକ୍ଷମମାନଙ୍କୁ ହିଁ ଭତ୍ତା ୩୫୦୦ଟଙ୍କା ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ। ପ୍ରତିଶୃତି ଭତ୍ତା ନ ମିଳିବାରୁ “ମୁଇଁ କଲାହାଣ୍ଡିଆ ଫର୍ କଳାହାଣ୍ଡି” ସଂଗଠନ ରାଜ୍ଯର ବିଭିନ୍ନ ସଂଗଠନ ତରଫରୁ ଦାବି ହେବାରୁ ସରକାର […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଖଣ୍ଡ ଅନ୍ତର୍ଗତ ଦଣ୍ଡପାଟ ଅଞ୍ଚଳର କେନ୍ଦ୍ରବିନ୍ଦୁ ବେହେରାକୁ ବ୍ଲକ ମାନ୍ୟତା ଦାବିରେ ସ୍ଥାନୀୟ ଜନ ସାଧାରଣ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଇଛନ୍ତି।ଧର୍ମଗଡ ସବ୍ ଡିଭିଜନ ଅନ୍ତର୍ଗତ ବେହେରା ଅଞ୍ଚଳ ପୁରାତନ କାଳରୁ ଦଣ୍ଡପାଟ ଅଞ୍ଚଳଭାବେ ଖ୍ୟାତ। ଏହାର ଚାରି ପାର୍ଶ୍ବରେ ଧର୍ମଗଡ ବ୍ଳକ ଅନ୍ତର୍ଗତ ଜୟନ୍ତପୁର,ଛଞ୍ଚାଣ ବାହାଲି, ଧଅଁରପୁର, ତେଣ୍ଡାପାଲି, କଦଲୀମୁଣ୍ଡା, ପର୍ଲା, ବଡଘୁମେର ଭଳି ଆଠ ଟି ଗ୍ରାମପଞ୍ଚାୟତ ଓ କୋକସରା ବ୍ଳକ ଅନ୍ତର୍ଗତ ଖୁଣ୍ଟିଆ, ଡହଗାଁ, ଡାଲଗୁମା, ମୂଷାପାଲି, ଗୋତୋମୁଣ୍ଡା […]
ନ୍ୟୁଜଗ୍ୟାଲେରି, ଧର୍ମଗଡ଼:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଠାରେ ନୂତନ ଭାବରେ ଦାଇତ୍ୱ ପାଇଥିବା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼ ପ୍ରଥମେ ଧର୍ମଗଡ଼ ମାଁ ଭଣ୍ଡାର ଘରଣୀ ଙ୍କୁ ଦର୍ଶନ କରିଥିଲେ ଏଵଂ ପରେ ଧର୍ମଗଡ଼ ଏନ୍ ଏ ସି ଠାରେ ଏକ ସମ୍ବର୍ଦ୍ଧିତ କରାଯାଇଥିଲା। ନଗର ପାଳ ଅଶୋକ କୁମାର ମହାନ୍ତି ଙ୍କ ଅଧ୍ୟକ୍ଷତାରେ ନୂତନ ଭାବେ ଦାଇତ୍ୱ ପାଇଥିବା ଯୁଗଳ କିଶୋର ପୋଡ଼ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ଧର୍ମଗଡ଼ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା:ଜାତୀୟ ସଡ଼କ ସୁରକ୍ଷା ମାସ ଚଳିତ ବର୍ଷ ଜାନୁଆରୀ ଏକ ତାରିଖ ରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ଆଂଚଳିକ ପରିବହ, ପୋଲିସ ଓ ଜିଲ୍ଲା ପ୍ରଶାସନ ର ମିଳିତ ଆନୁକୂଲ୍ୟରେ ସଡକ ସୁରକ୍ଷା ଆଇନ୍,ନିୟମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲା ବ୍ୟାପି ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପରିଷଦ ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ସଡ଼କ ସୁରକ୍ଷା ମାସ ର ଉଦଯାପନୀ ସମାରୋହ […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ଼:(ହେମନ୍ତ କୁମାର ମାଝୀ)ଧର୍ମଗଡ଼ ମହିଳା ମହାବିଦ୍ୟାଳୟ ଉଭୟ +୨ ଏବଂ +୩ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠାନର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇ ଅଛି ।ଏଇ ଉପଲକ୍ଷେ ଏକ ସଭା ଅଧ୍ୟକ୍ଷା ପ୍ରିୟମ୍ବଦା ଚାନ୍ଦ ଙ୍କ ସଭାପତିତ୍ୱ ରେ ତଥା ମୂଖ୍ୟ ଅତିଥି, ଧର୍ମଗଡ଼ ବିଧାୟକ, ସୁଧୀର ରଞ୍ଜନ ପଟ୍ଟଯୋଶୀ, ସମ୍ମାନିତ ଅତିଥି, ବରିଷ୍ଠ ସାମ୍ବାଦିକ ହୃଷିକେଶ ମିଶ୍ର, ଶିଶୁ ଦେଵ ମୁଣ୍ଡ, ଜଗବନ୍ଧୁ ମିଶ୍ର,+୩ ଅଧ୍ୟକ୍ଷା, ଶ୍ରୀମତୀ ମୂର୍ତ୍ତି ମଞ୍ଜରୀ ପଣ୍ଡା, ବରିଷ୍ଠ ଅଧ୍ୟାପିକା […]
ନ୍ୟୁଜଗ୍ୟାଲେରି,ଧର୍ମଗଡ଼:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଝାଡ଼ଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର […]
ନ୍ୟୁଜଗ୍ୟାଲେରି, ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଭଟାଙ୍ଗପଦର ସରକାରୀ ଉଚ୍ଚ ବିଦ୍ୟାଳୟର ଗଣିତ ଶିକ୍ଷୟତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଶତପଥୀ ରାଜ୍ୟ ସ୍ତରୀୟ କଳା ଉତ୍ସବ ସମୃଦ୍ଧି ପ୍ରତିଯୋଗିତା-୨୦୨୫ ରେ ଦ୍ଵିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ରାଜ୍ୟର ୩୦ ଟି ଜିଲ୍ଲାର ୩୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଜିଲ୍ଲା ସ୍ତରରୁ ମନୋନୀତ ହୋଇ ଅଂଶ ଗ୍ରହଣ କରିଥିଲେ। ଶିକ୍ଷୟତ୍ରୀ ଶତପଥୀ ଏହି […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଜିଲ୍ଲା ଗସ୍ତରେ ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୨୦୨୪-୨୫ ଖରିଫ ଧାନ ସଗ୍ରହ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାର ୧୨୩ ଗୋଟି ଧାନ ସଂଗ୍ରହ ମଣ୍ଡି ମାଧ୍ୟମରେ ଚାଷିଙ୍କ ଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ।ଜିଲ୍ଲାର ୯୫ ପ୍ରତିଶତ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର କାର୍ଯ୍ୟରତ ହଜାର ହଜାର ଇସିସଦସ୍ଯ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଘେରାଉ କରି ଓଡ଼ିଶାର ଉପମୁଖ୍ଯମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଉପସ୍ଥାପନ କରିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ “ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ” ର ଜିଲ୍ଲା ସଭାପତି ସରିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ଜିଲ୍ଲା ସମ୍ପାଦକ ଜୟନ୍ତୀ ବିହାରୀ ୧୧ଦଫା ସମ୍ବଳିତ ଦାବି ପାଠ କରିଥିଲେ।ଏହି ବିକ୍ଷୋଭ ରେ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା, ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଆଶୁତୋଷ ମେହେର ଚଳିତ ଶିକ୍ଷାବର୍ଷ ୨୦୨୪-୨୦୨୫ ରେ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ରେ ଭାଗ ନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ତାଙ୍କର Sub-theme ଥିଲା “Transport and Communication” ଏବଂ ତାଙ୍କ ପ୍ରକଳ୍ପର ନାମ ଥିଲା, “Micro Drone for Army Protection”।ସେ ଏହି ପ୍ରଦର୍ଶନୀ ରେ ବିଦ୍ୟାଳୟସ୍ତର, ବ୍ଲକ ସ୍ତର ଓ ଜ଼ିଲ୍ଲାସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇ […]
ନ୍ୟୁଜ ଗ୍ୟାଲେରି ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ସ୍ତାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସର ମୁଖ୍ୟ ଅତିଥି ଭାବେ ପାୱାର ସଚିନ ପ୍ରକାଶ ଜିଲ୍ଲାପାଳ କଳାହାଣ୍ଡି ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ ପରିଦର୍ଶନ,ଅଭିବାଦନ ଗ୍ରହଣ କରିବା ସଙ୍ଗେ ସଙ୍ଗେ ସମବେତ ଜନତା ଙ୍କୁ ଉଦବୋଧନ ଦେଇଥିଲେ।ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ଯରେ ପ୍ରଥମେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ […]
ନ୍ୟୁଜ ଗ୍ୟାଲେରୀ,ଧର୍ମଗଡ,ବେହେରା(ଭୂପେଶ ତିୱାରୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବେହେରା ସ୍ଥିତ ଦନ୍ତେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ହର୍ଷ ଉଲ୍ଲାସର ସହ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ସହିତ ବିଦ୍ୟାଳୟର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଇଯାଇଛି।ବିଦ୍ୟାଳୟ ପ୍ରଧାନଶିକ୍ଷକ ରୂପେନ୍ଦ୍ର ବାଣୁଆଙ୍କ ଅଧ୍ୟକ୍ଷତାରେ ଧର୍ମଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଙ୍କଜିନୀ ମାଝୀ ମୁଖ୍ଯ ଅତିଥି, ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟାପକ ମୋହନ ଚରଣ ବିଶି ମୁଖ୍ଯ ବକ୍ତା ଏବଂ ସମ୍ମାନୀତ ଅତିଥି ଭାବରେ ବେହେରା […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:ସଦର ବ୍ଲକସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଥୁଆପଦର ଠାରେ ୩୨ତମବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ଯୋଗଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା କଳାହାଣ୍ଡିର ବରପୁତ୍ରରେ ସମ୍ମାନିତ ପ୍ରଭାସ ଚନ୍ଦ୍ର ମିଶ୍ର, ସଦର ବ୍ଲକ […]
ନ୍ୟୁଜ ଗ୍ୟାଲେରି,ଧର୍ମଗଡ:ଔଷଧ ବ୍ୟବସାୟୀଙ୍କ ସର୍ବଭାରତୀୟ ସଂଗଠନ ଏ ଆଇ ଓ ସି ଡି ର ସ୍ୱର୍ଣ୍ଣ ଜୟନ୍ତୀ ବର୍ଷ ଓ ଜାତୀୟ ସଭାପତି ଜଗନ୍ନାଥ ସିନ୍ଧେ ଙ୍କ ୭୫ତମ ଜନ୍ମ ଦିବସ ଅବସରରେ ଏକ ବିଶାଳ ରକ୍ତ ଦାନ ଶିବିର ର ଆୟୋଜନ ହୋଇ ଯାଇଛି। ଧର୍ମଗଡ଼ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାର ଠାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଧଘାଟନ କରି […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ପଞ୍ଚଦଶ ଜାତୀୟ ମତଦାତା ଦିବସ 2025 ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ସମାରୋହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲାପାଳ( ସାଧାରଣ) ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଶିକ୍ଷାଅନୁଷ୍ଠାନ ର ଛାତ୍ରଛାତ୍ରୀ, ଶିକ୍ଷକ,ଶିକ୍ଷୟିତ୍ରୀ,ଅଧିକାରୀ,କର୍ମଚାରୀ,ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଙ୍କୁ ନେଇ ସହରରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ଏହାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ଶୁଭାରମ୍ଭ କରିଥିଲେ। ଶୋଭାଯାତ୍ରା ପରେ ସଦ୍ଭାବନା ସଭାଗୃହରେ ଅତିରିକ୍ତ […]
ନ୍ୟୁଜ ଗ୍ୟାଲେରି,ଧର୍ମଗଡ,ବେହେରା:(ଭୂପେଶ ତିୱାରୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବେହେରା ଦଣ୍ଡପାଟ ଅଞ୍ଚଳ ର ପ୍ରଭାତ ତିୱାରୀ ଙ୍କୁ ନୟାଗଡ ଏଡିଇଓ ସଙ୍ଘ ଦ୍ଵାରା ସମର୍ଦ୍ଧତ କରାଯାଇଛି।ନୟାଗଡ ଜିଲ୍ଲା ଓଡ଼ଗାଁ ଦ୍ଵିତିକେଶର ପ୍ରାଙ୍ଗଣରେ ଜିଲ୍ଲା ଏଡିଇଓ ସଙ୍ଘ ର ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ କାର୍ଯ୍ୟକ୍ରମ ନୟାଗଡ ଏଡିଇଓ ସଙ୍ଘ ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଥିଲା।ଏହି ପରିପ୍ରେକ୍ଷିରେ ରାଜ୍ୟ ସଭାପତି ପ୍ରଭାତ ତିୱାରୀ ଙ୍କୁ ସଙ୍ଘ ପାଇଁ ରହିଥିବା ତାଙ୍କ […]
ନ୍ୟୁଜ ଗ୍ୟାଲେରି ଧର୍ମଗଡ:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା କନାଗାଁ ଗ୍ରାମର ମୁକ୍ତେଶ୍ଵର ନାଏକ ବୟସ -୪୦ ଆଜକୁ ପ୍ରାୟ ୧୧ ଦିନ ହେବ ନିଖୋଜ ଥିବା ଧର୍ମଗଡ ଥାନା ରେ ପରିବାର ଲୋକେ ଅଭିଯୋଗ କରିଛନ୍ତି।ପ୍ରାପ୍ତ ସୂଚନା ମୁତାବକ ଗତ ଜାନୁଆରୀ ୮ ତାରିଖ ଦିନ କନାଗାଁ ଗ୍ରାମର ହିମାଦ୍ରୀ ନାଏକ ଙ୍କ ସ୍ୱାମୀ ମୁକ୍ତେଶ୍ଵର ନାଏକ ଅସୁସ୍ଥ ଥିବାରୁ ତାଙ୍କୁ କଟକ ଏସ.ସି.ବି ମେଡ଼ିକାଲ କଟକ କୁ ଚିକିତ୍ସା କରିବା ପାଇଁ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦିଲୀପ କୁମାର ମହାରଣା, ଡେପୁଟି କଲେକ୍ଟର ପବିତ୍ର କୁମାର ସାମଲ, ଉପ ନିର୍ଦେଶକ ପ୍ଲାନିଂ ଶ୍ରୀକାନ୍ତ ଦଳାଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ […]
ନ୍ୟୁଜ ଗ୍ୟାଲେରି ଧର୍ମଗଡ:(ହେମନ୍ତ କୁମାର ମାଝୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବ୍ରାହ୍ମଣ ଛେଣ୍ଡିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ କୃଷି ବିଭାଗ ପକ୍ଷରୁ ମୃତ୍ତିକା ସ୍ୱାସ୍ଥ୍ୟ ଓ ଉର୍ବରତା ଉପରେ ତାଲିମ ପ୍ରଦାନ ଓ ସଚେତନତା ଏବଂ ବୃହତ ଉଠା ଜଳ ସେଚନ ପ୍ରକଳ୍ପ ଅଞ୍ଚଳରେ ଫସଲ ବିବିଧି କରଣ ଯୋଜନା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ କୃଷି ଅଧିକାରୀ ନୀଳକଣ୍ଠ ମେହେର, ବିଟିଏମ ଦେବାଶିଷ ଚାନ୍ଦ, ସହକାରୀ ବ୍ଲକ କୃଷି […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ମା ମାଣିକେଶ୍ୱରୀ ନିର୍ମାଣ ଶ୍ରମିକ ସଂଘ ଭବାନୀପାଟଣା ପକ୍ଷରୁ କ୍ରିଷ୍ଣ ନଗର ଠାରେ ବୈଠକ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସଭାପତି ଲଳିତ ନିଆଲ ଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ଜିଲ୍ଲା ସମ୍ପାଦକ ବେଲାର ଜାନୀ ପରିଚାଳନ କରିଥିଲେ। ଜିଲ୍ଲାର ସମସ୍ତ ସଯୋଗୀ ଟିକାଦାର ମାନେ ଉପସ୍ଥିତ ରହି ସଭାରେ ଜିଲ୍ଲାର ଶ୍ରମିକ ମାନଙ୍କୁ କିପରି ସରକାରଙ୍କ ସହାୟତା ମିଳିପାରିବ, ନିଜ ର ପରିବାର ବର୍ଗଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇପାରିବା […]
ନ୍ୟୂଜ ଗ୍ୟାଲେରୀ,ଧର୍ମଗଡ,ବେହେରା (ଭୂପେଶ ତିୱାରୀ) କଳାହାଣ୍ଡି ଜିଲ୍ଲା ର ଦଣ୍ଡପାଟ ଅଞ୍ଚଳ ବେହେରା କୁ ସ୍ଵତନ୍ତ୍ର ଦଣ୍ଡପାଟ ବ୍ଲକ ଘୋଷଣା ଦାବିରେ କ୍ରିୟାନୁଷ୍ଠାନ କମିଟି ର ଆହ୍ୱାନରେ ୧୧ଟି ପଞ୍ଚାୟତ ବାସୀ ଧର୍ମଗଡ଼ ଉପଜିଲ୍ଲାପାଳ ମାଧ୍ୟମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଦେଇଛନ୍ତି। ଗୋଡଭଞ୍ଜା ଗୋଲେଇ ଛକ ରୁ ଧର୍ମଗଡ଼ ସହର ଯାଏଁ ଏକ ବିରାଟ ରାଲି ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲା। କ୍ରିୟାନୁଷ୍ଠାନ କମିଟି ଉପଜିଲ୍ଲାପାଳ ଧୀମାନ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବଣିକ ସଂଘ ପକ୍ଷରୁ ୫୦ତମ ବାର୍ଷିକ ଉତ୍ସବ ସୁବର୍ଣ୍ଣ ଜୟନ୍ତୀ ଭବାନୀପାଟଣା ସ୍ଥିତ ହିଲଟାଉନ ଠାରେ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ମୁଖ୍ୟବକ୍ତା ଭାରତ ଟ୍ରେଡ଼ ଏସୋସିଏସନ ବ୍ରିଜ ମୋହନ ଅଗ୍ରୱାଲ, ସମ୍ମାନୀତ ଅତିଥି ରିଜ୍ୟୁନାଲ ମେନେଜର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ର ଆର. ଗଙ୍ଗାଧର ପଟ୍ଟନାୟକ ଉପସ୍ଥିତ ରହିଥିଲେ।କଳାହାଣ୍ଡି ବଣିକ ସଂଘ ର ୫୦ତମ ସୁବର୍ଣ୍ଣ ଜୟନ୍ତୀ ଜିଲ୍ଲା […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ, ବେହେରା:(ଭୂପେଶ ତିୱାରୀ) କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବେହେରା ମା ଦନ୍ତେଶ୍ୱରୀ ଉଚ୍ଚ ବିଦ୍ୟାଳୟ ର ୯୭ ମାଟ୍ରିକ ବ୍ୟାଚ୍ ଛାତ୍ର,ଛାତ୍ରୀ ମାନଙ୍କ ବନ୍ଦୁ ମିଳନ କାର୍ଯ୍ୟକ୍ରମ ଐତିହାସିକ ପର୍ଯଟନ ସ୍ଥଳୀ ଡୋକରି ଚଞ୍ଚରା ଠାରେ ଅନୁଷ୍ଠିତ ହୋଇ ଯାଇଛି।ପ୍ରଭାତ ତିୱାରୀ ଙ୍କ ଆବାହନ କ୍ରମେ କାର୍ଯ୍ୟକ୍ରମରେ ୫୫ ଜଣ ପୁରାତନ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ । ପୁରୁଣା ସ୍ମୃତି କୁ ମନେ ପକାଇ ଭାବ ବିହ୍ବଳ ହୋଇ ପଡ଼ିଥିଲେ ।ସର୍ବ […]
ନ୍ୟୁଜ ଗ୍ୟାଲେରି ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ନୂତନ ସଂସ୍କୃତି ଭବନ ନିର୍ମାଣ ନିମନ୍ତେ ସରକାରଙ୍କ ଅନୁମୋଦନ କ୍ରମେ ୫,୪୯,୯୫,୨୦୦ଟଙ୍କା ର ବଜେଟ ରେ ଭବାନୀପାଟଣା ଆଇନ ମହାବିଦ୍ୟାଳୟ ନିକଟରେ ନିର୍ମାଣ ହେବାକୁଥିବା ନୂତନ ସଂସ୍କୃତି ଭବନ ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ଆଜି ମୁଖ୍ୟ ଅତିଥି ଭାବେ ସୂର୍ଯ୍ୟ ବଂଶୀ ସୂରଜ, ମାନ୍ୟବର ମନ୍ତ୍ରୀ ଉଚ୍ଚ ଶିକ୍ଷା କ୍ରୀଡା ଓ ଯୁବ ସେବା ଏବଂ ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ତାରିଣୀ ମନ୍ଦିର ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ର ୨୧ତମ ବାର୍ଷିକ ଉତ୍ସବ ତଥା ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସ୍କୁଲ ର ସଭାପତି ବ୍ରାହ୍ମନନ୍ଦ ସାମଲ ସଭାପତିତ୍ୱ କରିଥିବା ବେଳେ ସ୍କୁଲ ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ଼. ଶିବରାମ ନାୟକ ସ୍କୁଲ ର ବାର୍ଷିକ ବିବରଣୀ ପାଠ କରିଥିଲେ ।ମୁଖ୍ୟ ଅତିଥି କଳାହାଣ୍ଡି ସାଂସଦ ମାଳବିକା ଦେବୀ, ସମ୍ମାନିତ ଅତିଥି ଡ଼ା. ପୂର୍ଣ୍ଣଚନ୍ଦ୍ର ପଣ୍ଡା, ସୁତ୍ତମ କୁମାର ନାୟକ ଓ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ରାଜ୍ୟ ତଥା ରାଜ୍ୟ ବାହାରୁ ଛୁଟିଆସିବେ ହଜାର ହଜାର କଳାକାର। ଏ ମାଟିର ପ୍ରଥା, ପରମ୍ପରା ଓ ସଂସ୍କୃତିର ଝଲକରେ ଝଲସି ଉଠିବ ସହିଦ ରେଣ୍ଡୋ ମାଝୀ ମଞ୍ଚ । ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଥିବା ଜିଲ୍ଲାର ଏହି ସାଂସ୍କୃତିକ ମହାକୁମ୍ଭ ପାଇଁ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବିଭିନ୍ନ ବିଭାଗ ସହିତ ଏଥିପାଇଁ ଗଠିତ ବିଭିନ୍ନ ଉପକମିଟିଗୁଡିକ ଚଳଚଞ୍ଚଳ ହୋଇ ନିଜର ଦାୟିତ୍ୱ ତୁଲାଉଥିବାବେଳେ ଏହି ବ୍ୟାପକ ପ୍ରସ୍ତୁତି ଆଜି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।ତେବେ […]
ନ୍ୟୁଜ ଗ୍ୟାଲେରି,ଧର୍ମଗଡ:(ହେମନ୍ତ କୁମାର ମାଝୀ) ଧର୍ମଗଡ ଠାରେ ଆସନ୍ତା ଜାନୁଆରୀ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସଂପ୍ରସାରିତ କଳାହାଣ୍ଡି ଉତ୍ସବ ଉପଲକ୍ଷେ ଆଜି ମହିଳା ଗଣଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବଡ ବସୁଲ ପଡିଆ ଠାରୁ ଉତ୍ସବ ପଡ଼ିଆ ପର୍ଯ୍ୟନ୍ତ ପ୍ରାୟ ୫କିମି ରାସ୍ତା ଉପରେ ଏହି ଗଣଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଧର୍ମଗଡ ଉପଜିଲ୍ଲାପାଳ ଧିମାନ ଚକମା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଡାକ୍ତର ମୋନିକା ପରଶିରା ପତାକା ଦେଖାଇ […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ କ୍ରୀଡ଼ା କୌଶଳର ମହା ମିଳନସ୍ଥଳୀ ପାଲଟିଥିଲା ସଡ଼କପଥ। ନାଚଗୀତ, ପ୍ରଥା, ପରମ୍ପରାର ନିଦର୍ଶନ ସହିତ ନିଜର ପ୍ରତିଭାର ପ୍ରଦର୍ଶନ ପାଇଁ ସମସ୍ତେ ଓହ୍ଲାଇ ଆସିଥିଲେ ରାଜରାସ୍ତାକୁ। ଭଳି କି ଭଳି ଦୃଶ୍ୟ ସମସ୍ତଙ୍କୁ ଅଭିଭୂତ କରି ପକାଉଥିଲା। ଶତାଧିକ ଛାତ୍ରଛାତ୍ରୀଙ୍କୁ ନେଇ ଚିତ୍ରକଳା ପ୍ରଦର୍ଶନୀ, ଜିଲ୍ଲା, ରାଜ୍ୟ ଓ ଦେଶର ବିଭିନ୍ନ ପ୍ରସଙ୍ଗକୁ ନେଇ ରଙ୍ଗୋଲି, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ନୃତ୍ୟ କଳା ପ୍ରଦର୍ଶନ, ପଥପ୍ରାନ୍ତ ବିଜ୍ଞାନ […]
