ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଅର୍ଥ ପ୍ରଦାନ ନେଇ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନୂତନ ସରକାରଙ୍କ ପକ୍ଷରୁ ମହିଳାମାନଙ୍କୁ ସ୍ଵାବଲମ୍ବୀ କରିବା ନେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ଏକ କୋଟିରୁ ଉର୍ଦ୍ଧ ମହିଲାମାନଙ୍କୁ ଅର୍ଥ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିବା ବେଳେ ଏହାକୁ ନେଇ ଜିଲ୍ଲା (ଡି.ଏସ.ଡବ୍ଲ୍ୟୁ.ଓ.) ଙ୍କ ସଂଯୋଜନାରେ ଶତାଧିକ ଅଙ୍ଗନବାଡି କର୍ମୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମାଆମାନେ ସୁଭଦ୍ରା ଯୋଜନାର ସଚେତନତା ପଦଯାତ୍ରା […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟନା ଟାଉନ୍ ଥାନା ର ନବନିର୍ମିତ ଥାନା ଗୃହ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ଵାର ଉଦଘାଟିତ ହୋଇଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ଵର ଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ନବନିର୍ମିତ ଥାନା ଗୃହ ଉଦ୍ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ଆଭାଷୀ ମାଧ୍ୟମରେ ରାଜଧାନୀ ର ନୟାପଲ୍ଲୀ ଥାନା ସହିତ ରାଜ୍ୟର ଆଠ ଟି ଜିଲ୍ଲାରେ ଅତ୍ୟାଧୁନିକ ବ୍ୟବସ୍ଥା ସହିତ ନବନିର୍ମିତ ହୋଇଥିବା […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଭବାନୀପାଟଣା ହସ୍ପିଟାଲ ଛକ ଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀମାନେ ପ୍ରଥମେ ମାଲ୍ୟାର୍ପଣ କରି ସ୍ମୃତି ଚାରଣ କରିଥିଲେ।ଏହାପରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ […]
ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସ୍ଥିତ ଟାଉନହଲ ଠାରେ ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକର୍ତ୍ତା ସମ୍ମିଳନୀ ସଭାରେ ଓଡିଶା ସରକାର ଙ୍କ ଜଙ୍ଗଲ ପରିବେଶ,ଜଳବାୟୁ ପରିବର୍ତ୍ତନ ଓ ଶ୍ରମ ବିଭାଗ ର ମନ୍ତ୍ରୀ ତଥା କଳାହାଣ୍ଡି ଜିଲ୍ଲା ପ୍ରଭାରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଲୋକସଭା ସାଂସଦ ମାଳବିକା ଦେବୀ,ରାଜ୍ୟସଭା ସାଂସଦ ସୁଜିତ କୁମାର , ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ,ପୂର୍ବତନ […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ,ବେହେରା:(ଭୂପେଶ ତିୱାରୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବେହେରା ଗ୍ରାମ ପଞ୍ଚାୟତ ପରିସର ରେ କୋକସରା ପୋଲିସ ଦ୍ବାରା ନୂତନ ଅପରାଧିକ ଆଇନ ବିଷୟ ରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ୍, ୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ, ୧୮୭୨ କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ […]
