ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ତଥା ଯୁବକବି ହେମସାଗର ମହାନନ୍ଦଙ୍କ ଇଂରାଜୀ କବିତା ସଂକଳନ ‘ଲେସନ୍ସ ଫର ଲାଇଫ : ପୋଏମ୍ସ ଫର ଏଭ୍ରି ଷ୍ଟେଜ ଅଫ ଲର୍ଣ୍ଣିଂ’ ଭବାନୀପାଟଣା ସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଖେଳ ପଡିଆ ଠାରେ ଉନ୍ମୋଚିତ ହୋଇଯାଇଛି। ୬୯ତମ ରାଜ୍ୟସ୍ତରୀୟ ୧୭ ବର୍ଷରୁ କମ୍ ବାଳିକା ଫୁଟବଲ୍ ପ୍ରତିଯୋଗିତାର ଉଦଘାଟନୀ ଉତ୍ସବରେ ଏହି ପୁସ୍ତକ ଉନ୍ମୋଚନ କରାଯାଇଥିଲା। କଳାହାଣ୍ଡି ଜିଲ୍ଲାପାଳ ସଚିନ ପୱାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି […]
ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଲାଲବାହାଦୁର ଶାସ୍ତ୍ରୀ ଖେଳ ପଡିଆ ଠାରେ ୬୯ତମ ରାଜ୍ୟସ୍ତରୀୟ ୧୭ବର୍ଷରୁ କମ୍ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ରାଜ୍ୟ ବିଦ୍ୟାଳୟ କ୍ରୀଡା ସମୂହ ଦ୍ଵାରା ପ୍ରସ୍ତୁତ ଏହି କାର୍ଯ୍ୟକ୍ରମକୁ କଳାହାଣ୍ଡି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆୟୋଜନ କରିଛନ୍ତି। କଳାହାଣ୍ଡି ଜିଲ୍ଲାପାଳ ପୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଧଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ମୁଖ୍ୟବକ୍ତା ଡ. ଶିବପ୍ରସାଦ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ର ସମସ୍ତ କୋର୍ଟ ପରିସର ରେ ଆସନ୍ତା ଡିସେମ୍ବ ର ୧୩ ତାରିଖ ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଆଦାଲତ ଅନୁଷ୍ଠିତ ହେବ।ଜିଲ୍ଲା ଆଇନ ସେବା ପ୍ରାଧିକାରଣ ଅଧ୍ୟକ୍ଷ ଅନୁପ ରଞ୍ଜନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସଚିବ ସ୍ନିଗ୍ଧା ପଣ୍ଡା ଏହି ସୂଚନା ଦେଇଛନ୍ତି। ବିଚାରପତି ମାନେ ଏହି ଲୋକ ଅଦାଲତ ରେ ଉପସ୍ଥିତ ରହି ପଞ୍ଜୀକୃତ ହୋଇଥିବା ଦେୱାନୀ, ଫୌଜଦାରୀ, ପାରିବାରିକ, ମୋଟରଜାନ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଭବାନୀପାଟଣା ସହର ରାମସଗାର ପଡା ର ବିଜେଡି ଟାଉନ ସଭାପତି ଧବଳେଶ୍ବର ମହାପାତ୍ରଙ୍କ ମାଁ କେତକୀ ମହାପାତ୍ର(୯୨)ଙ୍କ ଶୁକ୍ରବାର ଦିନ ନିଜ ବାସ ଭବନ ରେ ପରଲୋକ ହୋଇଯାଇଛି। ଅନ୍ତିମ ସମୟରେ ତାଙ୍କ ପୁଅ ଧବଳେଶ୍ବର ମହାପାତ୍ର, ମାଣିକେଶ୍ଵର ମହାପାତ୍ର, ଭଣ୍ଡେଶ୍ୱର ମହାପାତ୍ର ଏବଂ କାର୍ତିକେଶ୍ୱର ମହାପାତ୍ର, ଝିଅ ସୋଭା ପାଣିଗ୍ରାହୀ, ସୁଷମା ମହାପାତ୍ର ଓ ପରିବାର ଲୋକ ଉପସ୍ଥିତ ଥିଲେ ତାଙ୍କୁ ଜଳେଶ୍ଵର ମନ୍ଦିର ସ୍ତିତ ସ୍ବର୍ଗ ଦ୍ବାର ରେ ତାଙ୍କର […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବିଭିନ୍ନ ସାଂସ୍କୃତିକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ରୁ ଓଡ଼ିଶା ସଙ୍ଗୀତ ନାଟକ ଏକା ଡେମୀ ସମ୍ମାନ ଓ କବିଚନ୍ଦ୍ର କାଳି ଚରଣ ପଟ୍ଟନାୟକ ଯୁବ ସମ୍ମାନ ରେ ସମ୍ମାନିତ ହୋଇଥିବା କଳାହାଣ୍ଡି ଜିଲ୍ଲା ର ଗୁରୁ ପବିତ୍ର ଗହିର ଓ ଗୌରୀଶଙ୍କର ଦୁର୍ଗା ଙ୍କୁ କଳାହାଣ୍ଡି ଜିଲ୍ଲା ର ବିଭିନ୍ନ ସାଂସ୍କୃତିକ ସଂଗଠନ ଆଜି ମହାବୀର ସାଂସ୍କୃତିକ ଅନୁଷ୍ଠାନ ର ସମ୍ମିଳନୀ କକ୍ଷ ଠାରେ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା-କଲମପୁର ବ୍ଲକ ମଣ୍ଡଳ ଧାନମଣ୍ଡି ପରିସରରେ ଯାଦବ ଏକତା ମଞ୍ଚ ତରଫରୁ ଶ୍ରୀଧର ବାଗଙ୍କ ସଭାପତିତ୍ବରେ ଏକ ସଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ମୁଖ୍ୟଅତିଥି ଭାବେ ଅଶ୍ୱିନ ତାଣ୍ଡି, ମୁଖ୍ୟବକ୍ତା ଭାବେ ପୂର୍ବତନ ଜିଲ୍ଲା ସଭାପତି ଡମ୍ବରୁଧର ଲହଜଲ, ସମ୍ମାନୀତ ଅତିଥି ଭାବେ ଟିକଚନ ନାଗ ଓ ଡାକେଶ୍ୱର୍ ଲହଜଲ ମଞ୍ଚରେ ମଞ୍ଚାସିନ ରହିଥିଲେ। ଏହି ଅବସରରେ ଯାଦବ ସଂଗଠନକୁ ସୁଦୃଢ଼ କରିବା ପାଇଁ ବ୍ଲକସ୍ତରିୟ ଯାଦବ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ମାଣିକେଶ୍ବରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫୭ ତମ ବାର୍ଷିକକ୍ରୀଡା ଉତ୍ସବ ପାଳିତ ହୋଇଯାଇଛି। ଦୁଇ ଦିନ ଧରି ଅତି ଉତ୍ସାହ, ଉଦ୍ଦୀପନାର ସହ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ଉତ୍ସବର ଉଦଘାଟନୀ ଦିବସରେ ବିଦ୍ୟାଳୟର କ୍ରୀଡ଼ାବିତ ମାନେ ଶାରୀରିକ ଶିକ୍ଷକ ଦାୟିତ୍ୱରେ ଥିବା ଆଶୁତୋଷ ଦୁବେଙ୍କ ତତ୍ୱାବଧାନରେ ମାଣିକେଶ୍ବରୀ ମନ୍ଦିରରୁ ମଶାଲ ଶୋଭାଯାତ୍ରା ବାହାରି ଲାଲବାହାଦୁର ଶାସ୍ତ୍ରୀ ଖେଳ ପଡିଆ ରେ ଅନୁଷ୍ଠିତ ହେଉ ମଞ୍ଚ ସମ୍ମୁଖରେ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଲଙ୍କ କାର୍ଯ୍ୟଳୟ ଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ କଳାହାଣ୍ଡି ସାଂସଦ ମାଳବିକା ଦେବୀ ଉଦ୍ଧଘାତନ କରିଥିବାବେଲେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସମସ୍ତଙ୍କୁ ସତ୍ୟ ପାଠ କରାଇଥିଲେ।କଳାହାଣ୍ଡି ଜିଲ୍ଳାପାଳ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ର ବାର୍ଷିକ ଉତ୍ସବ ‘ହାର୍ଭେଷ୍ଟ ୨୦୨୫ ‘ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସୁଧୀର ରଞ୍ଜନ ପଟ୍ଟଯୋଶୀ ମାନ୍ୟବର ବିଧାୟକ ଧର୍ମଗଡ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ରୂପେ ଶୁଭ୍ରାଂଶୁ ଶେଖର ମିଶ୍ର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ତନ୍ମୟ କୁମାର ଦରୱାନ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି , ବିବେକାନନ୍ଦ ମହାନନ୍ଦ ଜିଲ୍ଲା ସଂସ୍କୃତି ଅଧିକାରୀ , ମୁକ୍ତି କୁମାର କୁଲୁ […]
ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଆଦର୍ଶ ବିଦ୍ୟାଳୟ ଠାରେ ଶିକ୍ଷକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପ୍ରଧାନ ଶିକ୍ଷକ ଶଶାଙ୍କ ଶେଖର ଚୌଧୁରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକ କୁ ଶିକ୍ଷକ ସୌଦାଗର ସୁନା ଖୁବ୍ ସୁନ୍ଧର ଭାବରେ ପରିଚାଳନା କରିଥିଲେ ଏବଂ ଉପ ପ୍ରଧାନଶିକ୍ଷୟତ୍ରୀ ସୁଶ୍ରୀ ରାଜଶ୍ରୀ ନାଏକ ଅଭିଭାକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପ୍ରଥମେ ଶ୍ରୀଜଗନ୍ନାଥ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପୂଜାର୍ଚ୍ଚନାରେ ଛାତ୍ରୀ ମାନେ ଜଗନ୍ନାଥଙ୍କ ବନ୍ଦନା […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସ୍ଥାନୀୟ ଏସ୍. ଏନ୍ କଲ୍ୟାଣ ମଣ୍ଡପ ପରିସର ରେ ଜିଲ୍ଲା ସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି। ୫୦ ରୁ ଉର୍ଦ୍ଧ୍ବ ମତ୍ସ୍ୟ ଚାଷୀ ତଥା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ମାଁ ମାନେ ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱ।ନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମତ୍ସ୍ୟ ଅଧିକାରୀ, […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାରଙ୍କ ଜନ୍ମଦିନ ଅବସରରେ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ହୃଦୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମହାମହିମ ରାଷ୍ଟ୍ରପତି ପତ୍ର ମାଧ୍ୟମରେ ତାଙ୍କର ଶୁଭକାମନା ପ୍ରକାଶ କରିଛନ୍ତି। ଶୁଭେଚ୍ଛା ପତ୍ରରେ ରାଷ୍ଟ୍ରପତି ଲେଖିଛନ୍ତି ଯେ ରାଷ୍ଟ୍ରପତି ମହୋଦୟା ସୁଜିତ୍ କୁମାରଙ୍କ ଦେଶସେବା, ନିଷ୍ଠା, ଯୁବ ସଶକ୍ତିକରଣ ଓ ସମାଜସେବାରେ ତାଙ୍କର ଅବଦାନକୁ ସ୍ବୀକାର କରି ସେମାନଙ୍କ ଦୀର୍ଘାୟୁ, ସୁସ୍ଥ ଜୀବନ ଓ ଅବିରତ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଗ୍ରାମାଞ୍ଚଳରେ ମଦ ପାଲଟିଛି କୁଟୀର ଶିଳ୍ପ । ମଦ ମାଫିଆ କିଛି ଲୋକଙ୍କୁ ନିୟୋଜିତ କରି ନିଜର କଳା ବେପାରର ସାମ୍ରାଜ୍ୟ ବିସ୍ତାର କରି ଚାଲିଛନ୍ତି । ଦିନକୁ ଦିନ ମଦ ନିଶାରେ ବିପଥଗାମୀ ହେଉଛନ୍ତି ଯୁବକ । ବୃଦ୍ଧି ପାଉଛି ଘରୋଇ ହିଂସା । ବଢ଼ୁଛି ଦୁର୍ଘଟଣା । କିଛି ଶିଶୁ ଅନାଥ ହେଉଥିବା ବେଳେ, ସିମନ୍ତିନିର ସିନ୍ଦୂର ମଧ୍ୟ ହଜି ଯାଉଛି ।ମାଆ କୋଳ ଶୂନ୍ୟ ହେଉଥିବା ବେଳେ,କଳାହାଣ୍ଡି ଜିଲ୍ଲା […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ବିକାଶ ଡିଗ୍ରୀ କଲେଜ୍ ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ପବିତ୍ର କାର୍ଯ୍ୟକ୍ରମରେ ସହୀଦ ରେଣ୍ଡୋ ମାଝୀ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ର ଡିନ୍ ପ୍ରଫେସର, ଡ଼ା କ୍ରିଷ୍ଣା କର ଏବଂ ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର, ଡ଼ା ଲିପି ମହାନ୍ତି ମୁଖ୍ୟ ଅତିଥିଭାବେ ଉପସ୍ଥିତ ହୋଇ ଶିବିରକୁ ଉଦ୍ଘାଟିତ କରିଥିଲେ। ସେମାନେ ରକ୍ତଦାନର ଗୁରୁତ୍ୱ ବିଷୟରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟକ ଉଦ୍ବୋଧନ ଦେଇ ମାନବସେବାର ମହତ୍ତ୍ୱକୁ ଉଲ୍ଲେଖ କରିଥିଲେ। ସେମାନେ କହିଥିଲେ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଲୌହ ମାନବ ସର୍ଦ୍ଦାର ବଲ୍ଲଭାଇ ପଟେଲଙ୍କର ୧୫୦ ତମ ଜୟନ୍ତି ସାରା ଦେଶରେ ମହାସମାରୋହରେ ପାଳନ କରାଯାଉଅଛି।ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାରେ ମଧ୍ଯ ଆସନ୍ତା ୨୪ ଓ ୨୫ ତାରିଖ ରେ ୩ଟି ସ୍ଥାନରେ ପାଳନ କରାଯିବ ଯଥା ଜିଲ୍ଲା ସଦରମହକୁମା ଭବାନିପାଟଣା , ନର୍ଲା ଓ ଧର୍ମଗଡ୍ ଠାରେ ଭାରତ ସରକାରଙ୍କ ମେରା ଯୁବ ଭାରତ, ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲାକ୍ରୀଡା ବିଭାଗ ତରଫରୁ ମିଳିତ ଆନୁକୁଲ୍ୟରେ ଭବାନୀପାଟଣା ଠାରେ […]
ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି କ୍ଷତ୍ରିୟ ପାଇକ ସମାଜ ପୂର୍ବ ମଣ୍ଡଳ ମନ୍ଦାର ବଗିଚା ପଡା ପଲ୍ଲୀ ବୈଠକ କ୍ଷତ୍ରିୟ ପାଇକ ସମାଜ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ କ୍ଷତ୍ରିୟ ପାଇକ ସମାଜ ପୂର୍ବ ମଣ୍ଡଳ ପୂର୍ବତନ ଜିଲ୍ଲା ସମ୍ପାଦକ ପଦ୍ମନାଭ ରାଜୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବତନ କୁଳପତି ଭବାନୀ ଶଙ୍କର ବଣୁଆ ଉପସ୍ଥିତ ରହିଥିଲେ।ଏହି ବୈଠକ ପଲ୍ଲୀ ସମ୍ପାଦକ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା।ବୈଠକରେ ପ୍ରଥମେ ଶ୍ରୀରାମଚନ୍ଦ୍ର ଙ୍କ ପ୍ରତିମୃତ୍ତି […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ପେଶାଦାର ସାମ୍ବାଦିକ ସଙ୍ଘ ପକ୍ଷରୁ ଭବାନୀପାଟଣା ସ୍ଥିତ ଅମଲା ଭବନ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେବୀ ଯୋଗଦେଇଥିବା ବେଳେ ସାନମାନୀୟ ଅତିଥି ଭାବେ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରବାନ, ପଦ୍ମଶ୍ରୀ ପଟ୍ଟାୟତ ସାହୁ, ଗୋଲାମୁଣ୍ଡା ବ୍ଲକ ଅଧକ୍ଷ ବିନ୍ଦୁ ମହାନନ୍ଦ, କଳାହାଣ୍ଡି ଓକିଲ ସଂଘ ର ସଭାପତି ସୁଧାଂଶୁ ନନ୍ଦ,ବରିଷ୍ଠ ସାମ୍ବାଦିକ ଶାନ୍ତନୁ ବେହେରା ପ୍ରମୁଖ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ସର୍ବ ପୁରାତନ ମହାବୀର ପଡ଼ା ସିଭିଲ ସୋସାଇଟିର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ମହାବୀର ରଙ୍ଗମଞ୍ଚରେ ଆୟୋଜିତ ଏହି ଉତ୍ସବର ପ୍ରାରମ୍ଭରେ ପୂର୍ବତନ ଫୁଟବଲ ଖେଳାଳୀ ତଥା ବରିଷ୍ଠ ନାଗରିକ ଶଶୀଭୁଷଣ ବାବୁ ପତାକା ଉତ୍ତୋଳନ କରି ଉତ୍ସବର ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହାପରେ ‘ଭାରତର ବିକାଶରେ ସିଭିଲ ସୋସାଇଟିର ଭୂମିକା’ ଶୀର୍ଷକରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ସିଭିଲ ସୋସାଇଟିର ସଭାପତି ସନ୍ତୋଷ […]
ନ୍ୟୁଜ ଗ୍ୟାଲେରି,ଧର୍ମଗଡ଼:ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଧର୍ମଗଡ଼ ନଗର ତରଫରୁ ନଗର ବ୍ୟାପି ଜନଜାତି ଗୌରବ ଦିବସ ଓ ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଅଛି ନଗର ର ୫ଟି କଲେଜ୍ କ୍ୟାମ୍ପସ ପଞ୍ଚାୟତ ମହାବିଦ୍ୟାଳୟ, ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ମହିଳା ଡିଗ୍ରୀ ମହାବିଦ୍ୟାଳୟ, ବୋର୍ଡର ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ବୋର୍ଡର ଡିଗ୍ରୀ ମହାବିଦ୍ୟାଳୟ ଠାରେ ଭବ୍ୟ ସଂଖ୍ୟାରେ ଜୟନ୍ତୀ ଜନଜାତି ଗୌରବ ଦିବସ ଓ ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସାତଦିନ ବ୍ୟାପି ମହୋତ୍ସବ ପାଳନ ସହିତ କଳାହାଣ୍ଡିର କଳା, ସଂସ୍କୃତି, ପରମ୍ପରାର ମହାସଂଗମ ପାଲଟିଥିବା ୬୧ତମ ମହାବୀର ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଶାନ୍ତନୁ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟର କୁଳପତି ଡ. ନିବେଦିତା ନାଥ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ପ୍ରତ୍ନତତ୍ତ୍ୱବିତ ଫଣିନ୍ଦମ ଦେଓ, ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ପୂର୍ବତନ ସଭାପତି ଜୟନ୍ତ କୁମାର […]
ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମହାବୀର ସାଂସ୍କୃତିକ ଅନୁଷ୍ଠାନ ପାଳନ କରୁଛି ତାହାର ୬୧ ତମ ଜନ୍ମ ମହୋତ୍ସବ, ମହାବୀର ମହୋତ୍ସବ ୨୦୨୫ ନଭେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ମହାବୀର ମହୋତ୍ସବର ଷଷ୍ଠ ଦିବସରେ ଗୁରୁବାର ଆୟୋଜିତ ହୋଇଥିଲା ଜିଲ୍ଲା ସ୍ତରୀୟ କବି ସମ୍ମିଳନୀ। ବରିଷ୍ଠ କବି ସନ୍ତୋଷ କୁମାର ରଥଙ୍କ ସଭାପତିତ୍ଵରେ ଆୟୋଜିତ ଏହି କବି ସମ୍ମିଳନୀରେ ବର୍ଷୀୟାନ କବି ଲଳିତ କାନୁନଗୋ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବେଳେ, ବର୍ଷୀୟାନ କବି […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ମହାବୀର ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆୟୋଜିତ ୬୧ତମ ମହାବୀର ମହୋତ୍ସବ ପଞ୍ଚମ ଦିନରେ ପହଞ୍ଚିଛି। ପୂର୍ବାହ୍ନରେ କଳାହାଣ୍ଡି ଆର୍ଟ ଫାଉଣ୍ଡେସନ ଆନୁକୂଲ୍ୟରେ ଉଦଘାଟିତ ହୋଇଥିଲା ଜାତୀୟ ଶିଶୁ ଚିତ୍ରକଳା ପ୍ରଦର୍ଶନୀ। ପ୍ରଦର୍ଶନୀକୁ କଳାହାଣ୍ଡି ଜିଲ୍ଲା ବାଣିଜ୍ୟ, ଦ୍ରବ୍ୟ ଓ ସେବାକର ବିଭାଗର ସହକାରୀ କମିସନର ପ୍ରଦୋଷ କୁମାର ଦିଗାଲ ଉଦଘାଟନ କରିଥିଲେ।ଏଥିରେ ମୁଖ୍ୟଅତିଥି ଭାବେ ଗଞ୍ଜାମ ଖଲିକୋଟସ୍ଥିତ ଚାରୁ ଓ କାରୁକଳା ମହାବିଦ୍ୟାଳୟର ଅଧ୍ୟକ୍ଷ ସୁବ୍ରତ ମଲ୍ଲିକ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ: କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତର୍ଗତ ଟୁରିହଳଦୀ ଗ୍ରାମବାସୀ ବିଭିନ୍ନ ସମସ୍ୟା କୁ ନେଇ ଧର୍ମଗଡ ଉପଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଠାରେ ଫେରାଦ ହେବା ସହ ଏକ ଦାବୀ ପତ୍ର ଦେଇଛନ୍ତି। ଗାଁ ରେ ଵିଭିନ୍ନ ସମସ୍ୟା ଦୀର୍ଘଦିନ ରୁ ଲାଗି ରହିଛି।ଵିଶେଷ କରି ଟୁରିହଳଦୀ ଠାରୁ ଗଡିଆଜୋର ଏବଂ ପିପିଲା ପର୍ଯ୍ୟନ୍ତ ରାସ୍ତାର ଦୁଇ ପାର୍ଶ୍ଵ ରେ ଲଟା ବୁଦା ଉଠି ଜଙ୍ଗଲ ସୃଷ୍ଟି ହୋଇଛି।ଯାହା ମଣିଷ […]
ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ଲକ୍ଷ୍ମୀ ବିକାଶ ଗ୍ରୁପ ସଦସ୍ୟଙ୍କୁ ଏଜୁକେଶନ ୱାଲଡ ସମ୍ମାନ ଶିକ୍ଷା ଜଗତରେ ଭବାନୀପାଟଣା ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୂସନ ଏକ ପରିଚିତ ନାମ । ଗୁଣାତ୍ମକ ଶିକ୍ଷା ସହ କ୍ରୀଡାର ଭିତ୍ତିଭୂମି , ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଓ ଉତ୍ତମ ଶୈକ୍ଷିକ ବାତାବରଣ ନିମନ୍ତେ ଲକ୍ଷ୍ମୀ ବିକାଶ ଗ୍ରୁପ ସର୍ବଦା ଚର୍ଚ୍ଚାରେ ରହି ଆସିଛି । ଏହାରି ମୂଳରେ ଅନୁଷ୍ଠାନର ଚେୟାରମ୍ୟାନ , ନିର୍ଦ୍ଦେଶକ, ଶିକ୍ଷା ପ୍ରଭାରୀ ତଥା ଅନ୍ୟାନ୍ୟ […]
ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ସଞ୍ଚୟ ପକ୍ଷ ପାଳନ ଉପଲକ୍ଷେ ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ବରିଷ୍ଠ ନାଗରିକ ଓ ପେନସନ ଭୋଗୀ ଙ୍କ ନିମନ୍ତେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଆର୍ଥିକ ସେବା ବିବେକାନନ୍ଦ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଆର୍ଥିକ ସାକ୍ଷରତା ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ […]
ନ୍ୟୁଜ ଗ୍ୟାଲେରି, ଧର୍ମଗଡ଼:ବିଳମ୍ବିତ ରାତ୍ରିରେ ନିଜ ଟ୍ରାକ୍ଟର ଟ୍ରଲି କୁ ଉଦ୍ଧାର କରିବାକୁ ଯାଇ ଦୁଇ ଗାଡି ମାଲିକ କୁ ଦୁର୍ବୁତ୍ତ ଚୋର ମାନେ ଟ୍ରାକ୍ଟର ଚଢାଇ ମାରିଦେଇଥିଲେ। ମୃତକ ମାନଙ୍କ ପରିବାର କୁ ସରକାରୀ ସହାୟତା ଯୋଗେଇଦେବା ଓ ଚୋର ମାନଙ୍କୁ ଧରିବା ଦାବୀ ନେଇ ମୃତକ ଙ୍କ ପରିବାର ଲୋକେ ଧର୍ମଗଡ ଜାତୀୟ ରାଜପଥ ୧୩୦ ସି କୁ ଅବରୋଧ କରି ରାସ୍ତା ରୋକ କରିଛନ୍ତି। ଫଳରେ ଘଣ୍ଟା ଘଣ୍ଟା ଧରି ରାସ୍ତା ର […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଶାନ୍ତି, ମୈତ୍ରୀ ଓ ସଂହତି ଭଳି ମହତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଅନୁଷ୍ଠିତ ମଶାଲ ଶୋଭାଯାତ୍ରା। ସିଂ ବାଜା, ଘୁମୁରା ଓ ସଂକୀର୍ତ୍ତନର ତାଳେତାଳେ ଶହଶହ କଳାକାର ଓ ଉତ୍ସାହିତ ଜନସାଧାରଣ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିବାବେଳେ ସହର ପରିକ୍ରମା ପରେ ଏହା ମହୋତ୍ସବସ୍ଥଳରେ ପହଞ୍ଚିଥିଲା। ସନ୍ଧ୍ୟାରେ ମହାବୀର ସାଂସ୍କୃତିକ ଅନୁଷ୍ଠାନର ପୂର୍ବତନ ସଭାପତି ଜୟନ୍ତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରାଜ୍ୟସଭା ସାଂସଦ ସୁଜିତ କୁମାର ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବେ […]
ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସରକାରୀ କୃଷି ମହାବିଦ୍ୟାଳୟ ସମ୍ମୁଖରେ ମାରଣାସ୍ତ୍ର ଧରି ଡକାୟତି ଉଦ୍ୟମ କରିବା ପାଇଁ ଯୋଜନା କରୁଥିଲେ। ସୂଚନା ପାଇ ଭବାନୀପାଟଣା ଟାଉନ ଥାନା ପୁଲିସ ଟିମ୍ ଅତର୍କିତ ଚଢ଼ଉ କରି ୫ ଜଣଙ୍କୁ କାବୁ କରିଥିଲା। ସେମାନଙ୍କଠାରୁ ବିଭିନ୍ନ ମାରଣାସ୍ତ୍ର ଜବତ କରି ଥାନାକୁ ଆଣିଥିଲା। ପୁଲିସ ସେମାନଙ୍କୁ ଜେରା କରିବା ପରେ ଡକାୟତି ପାଇଁ ଯୋଜନା କରୁଥିବା ସୂଚନା ମିଳିଥିଲା। ପୁଲିସ ଏକ ମାମଲା ରୁଜୁ କରି ଭବାନୀପାଟଣା ସହରର […]
ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ୬୧ତମ ମହାବୀର ମହୋତ୍ସବର ତୃତୀୟ ଦିବସ ପୂର୍ବାହ୍ନରେ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ କ୍ଵିଜ ପ୍ରତିଯୋଗିତା ପରେ ମଧ୍ୟାହ୍ନରେ ମହିଳାଙ୍କୁ ନେଇ କ୍ଷୁଦ୍ର କବିତା ଓ ଗଳ୍ପ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ୯ରୁ ୧୪ ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ନେଇ ଶିଶୁନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ତୃତୀୟ ଦିବସର ସଭା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଶିକ୍ଷା ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି କୃଷ୍ଣାବତାର ଦେଓ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା […]
ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସହରର ପ୍ରତିଷ୍ଠିତ କ୍ରିକେଟ କ୍ଲବ “ଅଲ ଷ୍ଟାର କ୍ରିକେଟ କ୍ଲବ ” ଆୟୋଜିତ ପ୍ରଥମ ଶମ୍ଭୁ ମେମୋରିଆଲ ଦିବାରାତ୍ର ଅନ୍ତଃଜିଲ୍ଳା କ୍ରିକେଟ ପ୍ରତିଯୋଗିତା ସ୍ଥାନୀୟ ଐତିହାସିକ ଲାଲ ବହାଦୁର ଶାସ୍ତ୍ରୀ ଖେଳ ପଡିଆ ଠାରେ ଉଦଘାଟିତ ହୋଇଯାଇଅଛି । ପ୍ରଥମେ ଏକ ବିରାଟ ଶୋଭାଯାତ୍ରାରେ ଘୁମୁରା ଏବଂ ପ୍ରତିଯୋଗିତା ର ବିଜେତା ଓ ଉପବିଜେତା କପ ରଖାଯାଇଥିବା ଏକ ସୁସସଜ୍ଜିତ ଅଟୋ କାର ସହ ଆୟୋଜକ ଦଳର ସମସ୍ତ କର୍ମକର୍ତ୍ତାଙ୍କ ସହ […]
