Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି। ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ସୂଚନା ରହିଛି।
Editor, News Gallery Mob: 9439506580 Email: newsgallery.in@gmail.com