ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଣ ଓ ରାୟଗଡ଼ା କୁ ସଂଯୋଗ କରୁଥିବା ଛଅ ନମ୍ବର ରାଜ୍ୟ ରାଜପଥ ସିକେର କୁପା ଠାରେ ଦୁଇଟି ଟ୍ରକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ଚାଳକ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବା ଜଣାପଡିଛି।
ସୁଚନା ଅନୁସାରେ ରାୟଗଡ଼ା ଠାରୁ ସମ୍ବଲପୁର ଯାଉଥିବା ଟ୍ରକ ନମ୍ବର ଓଡି୧୫ଜି ୮୧୨୫ ଆଇଚର ଟ୍ରକ ଟି ଭବାନୀପାଟଣା ରୁ ବିଶାଖାପାଟଣା ଯାଉଥିବା ଟ୍ରକ କୁ ଧକ୍କା ଦେଇ ଫେରାର ମାରୁଥିବା ବେଳେ ସ୍ଥାନୀୟ ଲୋକଙ୍କର ସହାୟତା ରେ ଟ୍ରକ ଟି ଅଟକ ରଖି ସିକେରକୁପା ପୋଲିସ କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ସିକେରକୁପା ଫାଣ୍ଡି ଅଧିକାରୀ ସୁବାସ ଚନ୍ଦ୍ର ଗୁରୁ, ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ପଡ଼ିରହି ଥିବା ଟ୍ରକ ଚାଳକ କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ମୂଖ୍ୟ ଚିକିତ୍ସାଳୟ କୁ ପଠାଇ ଥିବା ପୋଲିସ ସୂତ୍ରରୁ ସୁଚନା ମିଳିଛି ।
Latest entries
ଜିଲ୍ଲା ଖବରJuly 21, 2026ସୋନମ ୱାଞ୍ଚୁଙ୍କ ସମର୍ଥନରେ ‘ଦ ୟୁଥ ଅଫ କଳାହାଣ୍ଡି’ ପକ୍ଷରୁ ୧୨ ଘଣ୍ଟିଆ ଉପବାସ ସତ୍ୟାଗ୍ରହ
ଜିଲ୍ଲା ଖବରJuly 14, 2026ସାତ ଦିନ ମଧ୍ୟରେ ସମସ୍ତ ବକେୟା ଅଭିଯୋଗର ନିଷ୍ପତ୍ତି କରିବାକୁ ଜିଲ୍ଲାପାଳ ଙ୍କ କଡ଼ା ନିର୍ଦ୍ଦେଶ
ଜିଲ୍ଲା ଖବରJuly 4, 2026ଜୁଆ ଖେଳୁଥିବା ବେଳେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ
ଜିଲ୍ଲା ଖବରJune 27, 2026ଅନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୋଧ ଚାଲାଣ ନିଷିଦ୍ଧ ଦିବସ ପାଳିତ

