ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯଗରେ ଭିଜିଲାନ୍ସ ବିଭାଗର ଚଢ଼ାଉ।
ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କିିିଶୋର ଚନ୍ଦ୍ର ସାହୁଙ୍କ ଘରେ ଭିଜଲାନ୍ସ ବିଭାଗର ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ପଡାରେ ଥିବା ବାସଭବନ ସମେତ ସରକାରୀ କାର୍ଯ୍ୟାଲୟ ରେ ଭିଜିଲାନ୍ସ ବିଭାଗର ଏକ କାଳୀନ ଚଢାଉ କରି ତିନି ଲକ୍ଷ୍ୟ ଟଙ୍କା ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

