ନ୍ୟୁଜଗ୍ୟାଲେରି,ଭୁବନେଶ୍ୱର:ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲ ଠାରେ ଡାଲମିଆ କମ୍ପନୀ ଦ୍ବାରା ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ଏବଂ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ଯ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ଡାଲମିଆ କମ୍ପନୀର ଇଲେକ୍ଟ୍ରି ସ୍କୁଟ୍,ଇଲେକ୍ଟ୍ରି ଅଟୋ, ଇଲେକ୍ଟ୍ରି ବାଇକ ଏବଂ ଅନ୍ୟାନ୍ୟ ଗାଡିର ଶୁଭ ଉଦ୍ଧଘାଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଡାଲମିଆ ଗ୍ରୁପର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

