ନ୍ୟୁଜଗ୍ୟାଲେରି,କଳାହାଣ୍ଡି:-ଧର୍ମଗଡ ବ୍ଲକ ପାଞ୍ଚୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣି ରେ ଭାରପ୍ରାପ୍ତ ଉପଜିଲ୍ଲାପାଳ ଧର୍ମଗଡ ବିରଞ୍ଚି ନାରାୟଣ ଦର୍ୱାନ୍,ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଷି,ବି ଡି ଓ ଶରତ ସେଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯ ଜଣଙ୍କୁ ୨୭୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।
Latest entries
ଜିଲ୍ଲା ଖବରApril 6, 2026ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ
ଜିଲ୍ଲା ଖବରApril 6, 2026କଳାହାଣ୍ଡିର ଅଭିଳାଷ ଆଇଆଇଏମ୍ ଟପ୍ପର
ଜିଲ୍ଲା ଖବରApril 5, 2026ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା
ଜିଲ୍ଲା ଖବରApril 3, 2026କଳାହାଣ୍ଡି ଓକିଲ ସଙ୍ଘ ର ନବ ନିର୍ବାଚିତ କର୍ମକର୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

