ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଡାକବିଭାଗ ପକ୍ଷରୁ ହର ଘର ତ୍ରିରଙ୍ଗା ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭବାନୀପାଟଣା ମୁଖ୍ୟ ଡାକଘର ଅଧିକ୍ଷକ ସୁଶାନ୍ତକୁମାର ପାଣିଗ୍ରାହୀ,ଉପ ଅଧିକ୍ଷକ ବିଜୟକୁମାର ପଟ୍ଟନାୟକ, ମୁଖ୍ୟ ଡାକଘର ପୋଷ୍ଟମାଷ୍ଟର ଦିଲ୍ଲୀପକୁମାର ମିଶ୍ରଙ୍କ ସମେତ ପୋଷ୍ଟ ଅଫିସରେ କାର୍ଯ୍ୟରତ କର୍ମଚାରୀମାନେ ହାତରେ ତ୍ରିରଙ୍ଗା ଧରି ମାଣିକେଶ୍ବରୀ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ଘରଘର ତ୍ରିରଙ୍ଗାର ବାର୍ତ୍ତା ଦେଇଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

