ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ଭବାନୀପାଟଣା ଟାଉନ୍ ହଲ୍ ଠାରେ ୭୭ତମ ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ସ୍କୁଲ ଓ କଲେଜ ସ୍ତର ପ୍ରବନ୍ଧ,ବକ୍ତୃତା, ଚିତ୍ରାଙ୍କନ, ସଙ୍ଗୀତ ପ୍ରତିଯୋଗିତାରେ ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ କାର୍ଯ୍ୟକ୍ରମରେ ଅତିଥି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦର୍ ୱାନ୍ ଏବଂ ତ୍ରିଲୋଚନ ପାତ୍ର,ପୌର ପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା,ଉପ ଜିଲ୍ଲାପାଳ,ଡ ବିଶ୍ୱଜିତ୍ ଦାସ ପୁରସ୍କାର ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ ବେହେରା ପରିଚାଳନା କରିଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ମଞ୍ଚ ସଞ୍ଚାଳନ ଡ ଉମେଶ ଚନ୍ଦ୍ର ଶତପଥୀ କରିଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

