ନ୍ୟୁଜଗ୍ୟାଲେରି, ଜୁନାଗଡ଼: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀ ରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ମତଦାତା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର ଯୋଗଦେଇ ଭାରତୀୟ ଜନତା ପାର୍ଟି ର ମତଦାତା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ବିଷୟରେ ଯୋଜନା ପ୍ରସ୍ତୁତ ଆଲୋଚନା କରିଥିଲେ।
ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ପ୍ରଭାରୀ ରମେଶ ସାହୁ, ଉପସଭାପତି ଅଜୟ ପାଣିଗ୍ରାହୀ, ଲଷ୍ମୀକାନ୍ତ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲ, ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଟଙ୍କଧର ନାୟକ, ଜିଲ୍ଲା ସମ୍ପାଦକ ସତ୍ୟ ରଞ୍ଜନ ବେହେରା, କୃଷକ ମୋର୍ଚ୍ଚା ଉପସଭାପତି ସତ୍ୟ ନାରାୟଣ ପଣ୍ଡା,କାଳିନ୍ଦୀ ପାଣିଗ୍ରାହୀ,କଞ୍ଚାନ ବାଗ, ସମସ୍ତ ମଣ୍ଡଳ ସଭାପତି ସାଧାରଣ ସମ୍ପାଦକ ଓ ନିର୍ବାଚନ ମଣ୍ଡଳୀର ୩୦୦ରୁ ଉର୍ଦ୍ଧ କର୍ମୀ କର୍ତ୍ତା ଯୋଗଦେଇଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

