କଳାହାଣ୍ଡି ଜିଲ୍ଲାପାଳ ଙ୍କ ଜନ ଶୁଣାଣି ଶିବିର

କଳାହାଣ୍ଡି ଜିଲ୍ଲା ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ଼ଃ ବିଶ୍ୱଜିତ ଦାସ ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ତତକ୍ଷଣାତ୍ ଜିଲ୍ଲା ପାଳ ପି ଅନ୍ବେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ସମାଧାନ କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com

Leave a Reply

Your email address will not be published. Required fields are marked *