ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଭବାନୀପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ ଠାରେ ଜିଲ୍ଲା ର ବିଭିନ୍ନ ବ୍ଳକରୁ କ୍ରୀଡା ଶିକ୍ଷକ ମାନଙ୍କୁ ନେଇ ଚାରିଦିନିଆ ବ୍ୟାଡମିଣ୍ଟନ ତାଲିମ ଶିବିର କଳାହାଣ୍ଡି ବ୍ୟାଡ଼ମିଣ୍ଟନ ଆସୋସିଏସନ ଆନୁକୂଲ୍ୟରେ ଉଦ୍ଧଘାଟିତ ହୋଇଯାଇଅଛି।
କଳାହାଣ୍ଡି ବ୍ୟାଡ଼ମିଣ୍ଟନ ସଂଘର ସଭାପତି ପ୍ରଦୀପ କୁମାର ଦାସଙ୍କ ନେତୃତ୍ୱରେ ହୋଇଥିବା ଏହି ଉଦ୍ଧଘାଟନି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ ଉପସ୍ଥିତ ରହି ଉଦ୍ଧଘାଟନ କରିଥିଲେ। ସଂଘର କୋଷାଧ୍ୟକ୍ଷ ସରୋଜ ମହାରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସମ୍ପାଦକ ସନ୍ଦୀପ ମିଶ୍ର, ସିଓସି ଅଧ୍ୟକ୍ଷ ମନୋରଞ୍ଜନ ଦାସ,ସମୀର ସାହୁ,ଅରୁଣ ରଥ, ଯୁଗ୍ମ ସମ୍ପାଦକ ଦୀପକ କୁମାର ସାଗର, ମହେଶ କୁକରେଜା, ଅରୁଣ କୁମାର ସାହୁ, ମାନସ ପ୍ରଧାନ, ରବି ସାହୁ, ଶକ୍ତି ପ୍ରସାଦ ଯୋଶୀ ସାଇ ସିଂ ସାମନ୍ତ, ରାହୁଲ ଗିଲ, ଲିପୁନ ଦତ୍ତ, ରାକେଶ ବେମାଲ ପ୍ରମୁଖ ଉପସ୍ଥିତ ରହିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

