ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବାଳ ସୁଧାର ଗୃହ ରେ ଜଣେ ନାବାଳକ ଙ୍କ ଆତ୍ମହତ୍ୟା କରିଥିବା ସୂଚନାମିଳିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ମୃତ ଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ଅନୁଯାୟୀ ଅପରାଧୀ ଜଣକ ନବରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ କୁକୁଡ଼ାବାଇ ଗ୍ରାମର। ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଗତ ୧୨ ଅଗଷ୍ଟ ୨୦୨୩ ରେ ଭବାନୀପାଟଣାର ବାଲ ଅପରାଧୀ ସୁଧାରଗୃହକୁ ଅଣାଯାଇଥିଲା। ନାବାଳକ ଜଣକ ୧୬ ବର୍ଷର ହେଇଥିବା ସୂଚନା ଦେଇଛନ୍ତି ଭବାନୀପାଟଣା ସଦର ଥାନା ଅଧିକାରୀ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

