ନ୍ୟୁଜଗ୍ୟାଲେରି,ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା ବିଜୁ ଜନତାଦଳ ପକ୍ଷରୁ ପୂର୍ବତନ ମନ୍ତ୍ରୀ, ବାଚସ୍ପତି ତଥା ବରିଷ୍ଠ ବିଜେଡି ନେତା ସୂର୍ଯ୍ୟନାରାୟଣ ପାତ୍ର ଙ୍କୁ ସ୍ଥାନୀୟ ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଠାରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ, ଭବାନୀପାଟଣା ପୌରଧ୍ୟକ୍ଷା ସଂଯୁକ୍ତା ବେହେରା,ପୂର୍ବତନ ବିଧାୟକ ଅନାମ ନାଏକ ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ଜିଲ୍ଲା ବିଜେଡି ସଭାନେତ୍ରୀ ଲଳିତା ନାଏକ, ବରିଷ୍ଠ ନେତା ଜିତେନ୍ଦ୍ର ମହାନ୍ତି, ଧବଳେଶ୍ୱର ମହାପାତ୍ର, ଅଶ୍ୱେସର ବାଗ, ଯୁବ ବିଜେଡ଼ି ସମ୍ପାଦକ ସେନାପତି ନାଏକ,ରାଜୀବଲୋଚନ ଶତପଥୀ, ପୀତବାସ ବେହେରା, ଚକ୍ର ସେଠି,ଧର୍ମେନ୍ଦ୍ର ନାଏକ ଓ ବିଜେଡି କର୍ମୀ ମାନେ ଉପସ୍ଥିତ ରହି ସ୍ବର୍ଗତ ପାତ୍ରଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟା ଅର୍ପଣ କରିବା ସହ ନିରବ ପ୍ରାଥନା କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

