ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଆଗାମୀ ଟାଉନ ହଲ ରେ ହେବାକୁ ଥିବା ବିଜୁ ମହିଳା ଜନତା ଦଳର ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ହେବାକୁ ଥିବା ରୁ ଭବାନୀପାଟଣା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ବିଜୁ ମହିଳା ଜନତା ଦଳ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଏହି ବୈଠକରେ ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ,ଜିଲ୍ଲା କାର୍ଯ୍ୟକାରୀ ସଭାପତି ତଥା ଜୁନାଗଡ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ତଥା ଲାଞ୍ଜିଗଡ ପୂର୍ବତନ ବିଧାୟକ ଶିବାଜୀ ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ପୂର୍ବତନ ସଦର ବିଧାୟକ ଦୁଷ୍ମନ୍ତ ନାଏକ, ଭବାନୀପାଟଣା ପୋୖରାଧ୍ୟକ୍ଷା ସଂଯୁକ୍ତା ବେହେରା, ପୂର୍ବତନ ପୋୖରାଧକ୍ଷା ଲଳିତା ନାଏକ,ବିଜୁ ଜନତା ଦଳର ବରିଷ୍ଠ କର୍ମକର୍ତ୍ତା, ଯୁବ, ଛାତ୍ର, ମହିଳା, ଜିଲ୍ଲା କମିଟିର ସମସ୍ତ ପଦାଧିକାରୀ ଉପସ୍ଥିତ ରହି ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ କିପରି ସଫଳ ହେବ ସେସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

