ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ଗୋଲାମୁଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

