ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ପ୍ରଧାନମନ୍ତ୍ରୀ ମୋଦି ଜୀ ଙ୍କ ଜନ୍ମଦିନ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚା ତରଫରୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାର ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସଂଯୋଜକ ସ୍ୱଚ୍ଛ ଭାରତ ଅଭିଯାନ ଶ୍ରୀଯୁକ୍ତ ଲୋକନାଥ ଦୁର୍ଗା ଉପସ୍ଥିତ ରହି ଯୁବକ ମାନଙ୍କୁ ଉତ୍ସାହିତ କରି ଥିଲେ, ଯୁବନେତା ମାନସ ଜେନା, ରାକେଶ ଶର୍ମା, ହରପ୍ରିତ ସିଂ, ପୃଥ୍ୱୀରାଜ ସିଂ, ଅମିତ ଦୁର୍ଗା ରୋମାଞ୍ଚଳ ତାଣ୍ଡି, ବୁଲୁ ବାଗ, ରୁପେଶ ନାଏକ, ଗୌତମ ବିଶି ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ କରିଥିଲେ ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

