ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ ଡି ପି ଓ, ଧର୍ମଗଡ଼ ଧିରଜ୍ କୁମାର ଚୋପ୍ ଦାର,ବ୍ଲକ୍ ଅଧ୍ୟକ୍ଷ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

