ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଅକ୍ଟୋବର ଦୁଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ । ତାଙ୍କ ଜୀବନୀ ଆଦର୍ଶ କୁ ମନେ ପକାଉଛି ସାରାଦେଶ ୧୮୬୯ ମସିହାରେ ଗୁଜରାତ ର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ । ଜାତିର ପିତା ମହାତ୍ମାଗାନ୍ଧୀ ଙ୍କ ଜନ୍ମଦିନକୁ କେନ୍ଦ୍ର ସରକାର ଙ୍କ ୯ ବର୍ଷପୂର୍ତ୍ତି କୁନେଇ ସ୍ଵଛ ଭାରତ ରୂପରେ ପାଳନ କରୁଛନ୍ତି । ଏହା ସରା ଦେଶରେ ପାଳନ କରୁଥିବା ବେଳେ କଳାହାଣ୍ଡି ଜିଲ୍ଲା ମହିଳା ଏବଂ ଶିଶୁ ବିକାଶ ସଂଗଠନ ତରଫରୁ ଗୋଟିଏ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସହର ବସ୍ତି କୁ ସଫେଇ କରିବା ପାଇଁ ସମସ୍ତଙ୍କୁ ସଚେତନତା ବାର୍ତ୍ତା ଦେବା ସହିତ ମାସ୍କ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ମହିଳା ମାନେ ସାମିଲ ହୋଇ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ କରିଥିଲେ ।
Latest entries
ଜିଲ୍ଲା ଖବରJune 4, 2026ସ୍ୱାସ୍ଥ୍ୟ ଓ ପରିବେଶ ସଚେତନତା ପାଇଁ ସାଇକେଲ ଯାତ୍ରା
ଜିଲ୍ଲା ଖବରJune 4, 2026ଜେଇଇରେ କୃତିତ୍ୱ ହାସଲ କଲେ ଚେତନ ଅଗ୍ରୱାଲ
ଜିଲ୍ଲା ଖବରJune 4, 2026ଜିଲ୍ଲାକଂଗ୍ରେସ ର ଜିଲ୍ଲା, ବ୍ଲକ ଓ ନଗର କମିଟିର ସମୀକ୍ଷା ବୈଠକ
ଜିଲ୍ଲା ଖବରMay 28, 2026ସାମ୍ବାଦିକଙ୍କ ପିତୃ ବିୟୋଗ

