ନ୍ୟୁଜଗ୍ୟାଲେରି,ଭବାନୀପାଟଣା ସହର ୱାର୍ଡ ନଂ- ୦୨ର ଇରିଗେସନ କଲୋନି ଲେନ୍ ନଂ-୧୭ରେ “ମୁଇଁ କଲାହାଣ୍ଡିଆ ଫର୍ କଳାହାଣ୍ଡି” ସଂଗଠନ ସଭାପତି ସୁରେଶ ସଂଗ୍ରାମ, ସଂଗଠକ ଲକ୍ଷ୍ମୀନାରାୟଣ ପଣ୍ଡା, ନାରୀ ନେତ୍ରୀ କବିତା ରାଉତ, ନିରୋଦ କୁମାର ରାଉତ, ଅବଦୁଲ୍ ଅଜିଜ୍ ଖାନ୍, ଲିଙ୍ଗରାଜ ପ୍ରଧାନ, ରମେଶ ମେହେର ଉପସ୍ଥିତ ରହି ୬୦ ବର୍ଷରୁ ଉର୍ଦ୍ଧ୍ବ ବାର୍ଦ୍ଧକ୍ଯ, ବିଧବା ମାସିକ ଭତ୍ତା ୫୦୦ରୁ ୨୫୦୦ଟଙ୍କା ଏବଂ ଭିନ୍ନକ୍ଷମ, ୮୦ବର୍ଷରୁ ଉର୍ଦ୍ଧ୍ବ ବାର୍ଦ୍ଧକ୍ଯ ମାସିକ ଭତ୍ତା ୭୦୦ରୁ ୩୦୦୦ଟଙ୍କା କରିବା ତଥା ସମସ୍ତ ବେସରକାରୀ ହସ୍ପିଟାଲରେ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା କରିବା ପାଇଁ ଓଡିଶା ସରକାର ଙ୍କ ନିକଟରେ ଦାବି ନିମନ୍ତେ ଆଜିର ଦସ୍ତଖତ ଅଭିଯାନ କରାଯାଇଛି ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

