ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାର ଠାରେ ମୁଖ୍ୟମନ୍ତୀ ଙ୍କ ଜନ୍ମ ଦିନ ଅବସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିର କୁ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଧଘାଟନ କରିଥିଲେ ।
କାର୍ଯ୍ୟକ୍ରମ ରେ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା,ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ, ଜିଲ୍ଲା ମହିଳା ମୋର୍ଚା ସଭାନେତ୍ରୀ ଲଳିତା ନାୟକ,ପୂର୍ବତନ ବିଧାୟକ ଅନାମ ନାଏକ,ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତଥା ବିଜେଡି ଜିଲ୍ଲା ଉପ ସଭାପତି ଅଶେଶ୍ୱର ବାଗ,ପୂର୍ବତନ ନଗର ପାଳ ଆଦିତ୍ୟ ନନ୍ଦ,ଜିଲ୍ଲା ଉପସଭାପତି ଧରମେନ୍ଦ୍ର ନାଏକ,ରାଜ୍ୟ ବିଜୁ ଯୁବ ଜନତା ଦଳ ଉପ ସଭାପତି ମଣ୍ଟୁ ନାୟକ,ପ୍ରଦୀପ ଦାସ,ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜିଲ୍ଲା ସଂଯୋଜକ ଅମିତ ଯାଦବ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

