ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକ ,ତହସିଲ , ଜିଲ୍ଲା କାର୍ଯ୍ୟଳୟ ଠାରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ପୂର୍ବକ ପାଳନ ହୋଇଯାଇଛି । ପୂର୍ବତନ ଗୃହମନ୍ତ୍ରୀ ତଥା ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଇଛି । ସମସ୍ତେ ଏକଜୁଟ ହୋଇ “ବିବିଧତା ମଧ୍ୟରେ ଏକତା” ଭାବନାକୁ ଉଜ୍ଜୀବିତ ରଖି ଜାତୀୟ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ଏହି ଶପଥ ପାଠ କରାଯାଇଥିଲା ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

