ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ୨୦୨୪ ଭବାନୀପାଟଣା ପୌରପାଳିକା କାର୍ଯ୍ୟାଳୟ ଠାରେ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉପଲକ୍ଷେ ଏକ ସଚେତନ ରଥ ପୌର କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଭବାନୀପାଟଣା ସହର ର ବିଭିନ୍ନ ୱାର୍ଡ ବୁଲି ଓଡ଼ିଆ ଭାଷା, ସଂସ୍କୃତି ର ସୁରକ୍ଷା କୁ ନେଇ ସଚେତନ କାର୍ଯ୍ୟକ୍ରମ ଆସନ୍ତା ୫ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ ।
ଏହି ସଚେତନ ରଥ କୁ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା ପୁଷ୍ପମାଲ୍ୟର୍ପଣ କରି ରଥ କୁ ଶୁଭାରମ୍ଭ କରିଥିଲେ । ଏହା ସହିତ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ, ପାରିଷଦ ବୃନ୍ଦ ତଥା କାର୍ଯ୍ୟଳୟ କର୍ମଚାରୀ ଉପସ୍ଥିତ ରହି ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

