ନ୍ୟୁଜ ଗ୍ୟାଲେରି,ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଓଡିଶାର ୨୧ଟି ଆସନ ମଧ୍ୟରୁ ୧୮ଟି ଆସନ ପାଇଁ ବିଜେପି ଜାରି କଲା ପ୍ରାର୍ଥୀ ତାଲିକା। ଏହି ତାଲିକାରେ ବିଜେପି ବଲାଙ୍ଗୀର, କଳାହାଣ୍ଡି, ଭୁବନେଶ୍ବର ଓ ଆସିକାରେ ବିଜେପି ମହିଳା ପ୍ରାର୍ଥୀ କରିଛି। ବିଜେପି ୬ଟି ସ୍ଥାନ ଅର୍ଥାତ ବରଗଡ଼, ସମ୍ବଲପୁର, କଳାହାଣ୍ଡି, ବ୍ରହ୍ମପୁର, କୋରାପୁଟ ଓ ମୟୂରଭଂଜରେ ପ୍ରାର୍ଥୀ ପରିବର୍ତ୍ତନ କରିଛି।
ବରଗଡ଼-ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
କେଉଁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
କେନ୍ଦ୍ରାପଡ- ବୈଜୟନ୍ତ ପଣ୍ଡା
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
କୋରାପୁଟ – କାଳୀରାମ ମାଝୀ କଟକ, ଯାଜପୁର ଓ କନ୍ଧମାଳ ପାଇଁ ପ୍ରାର୍ଥୀ ଘୋଷଣା ହୋଇନାହିଁ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

