ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ନର୍ଲା ନିର୍ବାଚନ ମଣ୍ଡଳୀ ପାଇଁ ଚଳିତ ସାଧାରଣ ନିର୍ବାଚନରେ ବିଜେଡି ପକ୍ଷରୁ ମନୋରମା ମହାନ୍ତି ଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଆଜି ବିଜେଡି ର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ସେଥିରୁ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନ ରୁ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରାଯାଇଛି।
ସାଧାରଣ ନିର୍ବାଚନରେ ନର୍ଲା ବିଧାନସଭା ପ୍ରାର୍ଥୀ ସ୍ଥାନୀୟ ପ୍ରାର୍ଥୀତ୍ବ ପ୍ରସଙ୍ଗ ଉଠି ଆସୁଥିବା ବେଳେ ମନୋରମା ମହାନ୍ତି ଙ୍କୁ ବିଜେଡି ଟିକେଟ ଦେଇଥିବାରୁ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ର ସ୍ଥାନୀୟ ଜନସାଧାରଣ ଖୁସି ବ୍ୟକ୍ତ କରିଛନ୍ତି।ଅନ୍ୟପକ୍ଷରେ କଂଗ୍ରେସ ରୁ ଭକ୍ତଚାରଣ ଦାସ, ବିଜେପି ରୁ ଅନିରୁଦ୍ଧ ପଧାନ ପ୍ରାର୍ଥୀ ଘୋଷଣା ସାରିଥିବା ବେଳେ ଆଜି ବିଜେଡି ମଧ୍ୟ ପ୍ରାର୍ଥୀ ଘୋଷଣା କରାଯାଇଛି।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

