ନ୍ୟୁଜ ଗ୍ୟାଲେରି ,କଳାହାଣ୍ଡି: ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ର ବିଜେଡି ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଆଜି ଭବାନୀପାଟଣା ସହରର ବିଭିନ୍ନ ୱାଡ଼ ର ଘରେ ଘରେ ଯାଇ ଭୋଟ ଭିକ୍ଷା କରିବା ସହିତ ଜନସାଧାରଣ ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଜନସାଧାରଣ ବିପୁଳ ସଂଖ୍ୟା ରେ ସମର୍ଥନ ଜଣାଇ ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଏବଂ ସାଂସଦ ପ୍ରାର୍ଥୀ ଲମ୍ବୋଧର ନିଆଲ ଙ୍କୁ ଭୋଟ ଦେବା ପାଇଁ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ।
ଦଳୀୟ କର୍ମକର୍ତ୍ତା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା, ଟାଉନ ସଭାପତି ଧୁବଲେଶ୍ୱର ମହାପାତ୍ର, ପୌରପାଳିକା ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନ ଏବଂ କାଉନସିଲର ମାନେ ଉପସ୍ଥିତ ରହି ଭୋଟ ଭିକ୍ଷା କରି ଯୋଡ଼ି ଶଙ୍ଖ ଚିହ୍ନରେ ଭୋଟ ଦେବାପାଇଁ ଜନତାଙ୍କୁ ନିବେଦନ କରୁଥିବା ଦେଖିବାକୁ ମିଳିଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

