ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦୀପ୍ତ କୁମାର ନାଏକ ଏବଂ ସାଂସଦ ପ୍ରାର୍ଥୀନୀ ମାଳବିକା କେଶରୀ ଦେବୀ ଭବାନୀପାଟଣା ସହରର ବିଭିନ୍ନ ୱାଡ଼ ରେ ରୋଡ଼ସୋ କରି ଭୋଟ ଭିକ୍ଷା କରିବା ସହିତ ଜନସାଧାରଣ ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।
ଜନସାଧାରଣ ବିପୁଳ ସଂଖ୍ୟା ରେ ସମର୍ଥନ ଜଣାଇ ବିଧାୟକ ପ୍ରାର୍ଥୀ ପ୍ରଦୀପ୍ତ କୁମାର ନାଏକ ଏବଂ ସାଂସଦ ପ୍ରାର୍ଥୀନୀ ମାଳବିକା କେଶରୀ ଦେବୀ ଙ୍କୁ ଭୋଟ ଦେବା ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବିଜେପି କର୍ମକର୍ତ୍ତା ହଜାର ହଜାର ସଂଖ୍ୟାରେ ବାଇକ ରେଲିରେ ଉପସ୍ଥିତ ରହି ଭୋଟ ଭିକ୍ଷା କରି ଯୋଡ଼ି ପଦ୍ମ ଚିହ୍ନରେ ଭୋଟ ଦେବାପାଇଁ ଜନସାଧାରଣଙ୍କୁ ନିବେଦନ କରୁଥିବା ଦେଖିବାକୁ ମିଳିଥିଲା।

Latest entries
ଜିଲ୍ଲା ଖବରOctober 7, 2025ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ।
ଜିଲ୍ଲା ଖବରOctober 6, 2025ଦଣ୍ଡପାଟ ଅଧିଷ୍ଠାତ୍ରୀ ଦେବୀ ଦନ୍ତେଶ୍ୱରୀ ଙ୍କ ଦଶରା ପର୍ବ
ଜିଲ୍ଲା ଖବରOctober 2, 2025କାଙ୍କେରୀ ରେ ବୁଢ଼ାରାଜା ଦେବଙ୍କ ବାର୍ଷିକ ଯାତ୍ରା
ଜିଲ୍ଲା ଖବରSeptember 27, 2025ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଧର୍ମଗଡ ର ଶୈଳେଶ ଭୋଇ