ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ଵଜିତ ଦାସ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୮୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

