ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କେସିଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର ୱାନ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ଜିଲ୍ଲା ପରିଷଦ କଳାହାଣ୍ଡି ଦୟାମୟ ପାଢ଼ୀ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଜୟଦେବ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

