ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆଉ ଦେଢ଼ ମାସ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ହୋଇଯାଇଛି। ଏ ନେଇ ଆଜି ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ବୈଠକରେ ରାଜନେତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ।ଯେହେତୁ ଆଇନ ମନ୍ତ୍ରୀ ଏହି ବୈଠକରେ ଉପସ୍ଥିତ ରହିବେ, ସେ ଦୃଷ୍ଟିରୁ ସେବାୟତମାନେ ରଥଯାତ୍ରା ପୂର୍ବ ଅବ୍ୟବସ୍ଥା ଉପରେ ସେମାନଙ୍କ ସ୍ବରକୁ ଶାଣିତ କରିବେ ବୋଲି ଚର୍ଚ୍ଚା ହେଉଛି। ବିଶେଷ କରି ପରିକ୍ରମା ପ୍ରକଳ୍ପ, ବଡ଼ଦାଣ୍ଡ ରାସ୍ତା କାମଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ଅବ୍ୟବସ୍ଥା ଏଥର ପ୍ରମୁଖ ପ୍ରସଙ୍ଗ ହେବ ବୋଲି ଶୁଣିବାକୁ ମିଳିଛି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

