ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଭୁବନେଶ୍ୱର ସ୍ଥିତ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଭବାନୀପାଟଣା ବ୍ଲକ ର ୧୯ଟି ପଞ୍ଚାୟତ ର ସରପଞ୍ଚ ବିଦିବଦ୍ଦ ଭାବେ ଭାରତୀୟ ଜନତା ପାର୍ଟି ରେ ସାମିଲ ହୋଇଛନ୍ତି। ଭବାନୀପାଟଣା ବ୍ଲକ ର ୧୯ଜଣ ସରପଞ୍ଚ ବିକଶିତ ଓଡିଶା, ବିକଶିତ କଳାହାଣ୍ଡି କୁନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଆଦର୍ଶ ଓ ମୁଖ୍ୟମନ୍ତ୍ରୀ ମହାନ ମାଝୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଭାରତୀୟ ଜନତା ପାର୍ଟି ରେ ସାମିଲ ହୋଇଛନ୍ତି।
ଏହି ମୁଶ୍ରଣ କାର୍ଯ୍ୟକ୍ରମ ରେ ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ପୂର୍ବତନ ସଂଘଠନ ମନ୍ତ୍ରୀ ରଞ୍ଜନ ପୁଟେଲ,ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟାକ୍ଷ ଭବସିନ୍ଧୁ ମଙ୍ଗରାଜ, କଳାହାଣ୍ଡି ଜିଲ୍ଲା ସଂଯୋଜକ ସ୍ୱଚ୍ଛ ଭାରତ ଅଭିଯାନ ର ଲୋକନାଥ ଦୁର୍ଗା, ବୋର୍ଡl ମଣ୍ଡଳ ସଭାପତି ବିଭୀଷଣ ସାହୁ, ଉପସଭାପତି ସଂଜୀବ ମିଶ୍ର, ସୁମନ ବେମାଲ ,ଭଣ୍ଡେଶ୍ୱର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ବିଦିବଦ୍ଦ ଭାବେ ଭାରତୀୟ ଜନତା ପାର୍ଟି ରେ ସାମିଲ ହୋଇଛନ୍ତି।
Latest entries
ଜିଲ୍ଲା ଖବରAugust 29, 2026ବିଶ୍ୱ ସଂସ୍କୃତ ଦିବସ ଓ ମେହେର ଜୟନ୍ତୀ ପାଳିତ
ଜିଲ୍ଲା ଖବରAugust 28, 2026ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ରକ୍ଷା ବନ୍ଧନ ଉତ୍ସବ
ଜିଲ୍ଲା ଖବରAugust 26, 2026ନିଟ ପରିକ୍ଷାରେ କୃତକାର୍ଯ୍ୟ ହେଲେ ପୁର୍ଣିମା ପୁଝାରୀ
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ

