Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ମଞ୍ଚାସିନ ଅତିଥି ମାନେ ବିଦ୍ୟା ମନ୍ଦିରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ରେ ଉତିର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମ ରେ ଆର୍ଥିକ ୨୦୨୪-୨୫ ବର୍ଷରେ ଦଶମ ଶ୍ରେଣୀର ଆଇ ଏମ୍ ଅଗସ୍ତି ଶତକଡା ୮୬%ପାଇ ଉତିର୍ଣ୍ଣ ହୋଇଥିବା ଛାତ୍ର ଙ୍କୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ମଞ୍ଚକୁ ଶିଶୁ ବିଦ୍ୟା ମନ୍ଦିର ଆଚାର୍ଯ୍ୟ ନରେନ୍ଦ୍ର ପ୍ରଧାନୀ ପରିଚାଳନା କରିଥିବା ବେଳେ ବିଶ୍ଵ ରଞ୍ଜନ ଆଚାର୍ଯ୍ୟ ଧନ୍ୟବାଦ୍ ଅର୍ପଣ କରିଥିଲେ।
Editor, News Gallery Mob: 9439506580 Email: newsgallery.in@gmail.com
