ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।
ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦିଲୀପ କୁମାର ମହାରଣା, ଡେପୁଟି କଲେକ୍ଟର ପବିତ୍ର କୁମାର ସାମଲ, ଉପ ନିର୍ଦେଶକ ପ୍ଲାନିଂ ଶ୍ରୀକାନ୍ତ ଦଳାଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ,ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟ ସମ୍ପର୍ଣ୍ଣl ରାଉତ, ସହକାରୀ ଜିଲ୍ଳାପାଳ ଶରତ କୁମାର ସାହୁ, ସୁଶାନ୍ତ କୁମାର ନାୟକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ନେତାଜୀ ଙ୍କର ଫୋଟ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କର ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ପରିଚାଳନା କରିଥିଲେ ଏବଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

