ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସର୍କିଟ ହାଉସ ଠାରେ ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ୟ ବଜେଟର ସ୍ଵତନ୍ତ୍ର ସାମ୍ବାଦିକ ସମ୍ମିଳନୀରେ ଓଡିଶା ସରକାରଙ୍କ ଜଙ୍ଗଲ, ଜଳବାୟୁ ପରିବର୍ତ୍ତନ, ପରିବେଶ ଓ ଶ୍ରମ ମନ୍ତ୍ରୀ ତଥା କଳାହାଣ୍ଡି ଜିଲ୍ଲା ପ୍ରଭାରୀ ଗଣେଷ ରାମ ସିଂ ଖୁଣ୍ଟିଆ,ଲୋକସଭା ସାଂସଦ ମାଳବିକା ଦିବି, ରାଜ୍ୟସଭା ସାଂସଦ ସୁଜିତ କୁମାର , ଧର୍ମଗଡ଼ ବିଧାୟକ ସୁଧିର ରଞ୍ଜନ ପାଟ୍ଟଯୋଶୀ, କଳାହାଣ୍ଡି ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଡ଼ ଙ୍କ ସହ ଜିଲ୍ଲା ର ଅନ୍ୟାନ୍ୟ ନେତୃବୃନ୍ଦ ମାନଙ୍କ ଉପସ୍ଥିତି ରହିଥିଲେ। ଏହି ସମ୍ମିଳନୀରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବଜେଟର ଅନୁମୋଦିତ ଯୋଜନା ଏବଂ ବିକାଶମୂଖୀ ପଦକ୍ଷେପ ବିଷୟରେ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ଭାବରେ ଚର୍ଚ୍ଚା ଆଲୋଚନା କରାଗଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

