କଳାହାଣ୍ଡି:କେସିଙ୍ଗା,(ତୁମେଶ୍ୱର ସାହୁ)କେସିଙ୍ଗା ବ୍ଲକ ଅଧିନସ୍ଥ କେନ୍ଦୁପଡା ସ୍ଥିତ ଦ୍ରୋଣାଚର୍ଯ୍ୟ ସ୍କୁଲର ଛାତ୍ର ଛାତ୍ରୀ ମାନଙ୍କ ଫଳାଫଳ ପ୍ରକାଶ ପାଇଥିବା ସି.ବି. ଏସ୍. ଇ ଦଶମ ଶ୍ରେଣୀ ପରୀକ୍ଷା ଫଳରେ ସ୍କୁଲର ପୀୟୂଷ ସାହୁ ୯୫.୮ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୯୦ ପ୍ରତିଶତ ରୁ ଅଧିକ ନମ୍ବର ରଖି ୮ଜଣ ଛାତ୍ରଛାତ୍ରୀ, ୮୦ରୁ ୯୦ ପ୍ରତିଶତ ନମ୍ବର ରଖି ୧୩ ଜଣ ଏବଂ ପ୍ରଥମ ଶ୍ରେଣୀ ରେ ୭୩ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ପରୀକ୍ଷା ଫଳ ପ୍ରକାଶ ପାଇବାପରେ ବିଦ୍ୟାଳୟର ଛାତ୍ରଛତ୍ରୀଙ୍କଅବିଭାବକ ମାନଙ୍କ ମଧ୍ୟରେ ଖୁସି ର ଲହରୀ ଖେଳିବା ସଙ୍ଗେ ସଙ୍ଗେ ସମସ୍ତ ବିଦ୍ୟାଳୟର ଅଧ୍ୟକ୍ଷା ଅର୍ଚ୍ଚନା ଅଗ୍ରୱାଲ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶଂସା କରିବା ସହିତ ଧନ୍ୟବାଦ୍ ଅର୍ପଣ କରିଛନ୍ତି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

