ନ୍ୟୁଜଗ୍ୟାଲେରି,ଭବାନୀପାଟଣା:ଭବାନୀପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାଲାଜୀ ବିହାର ଠାରେ ନୂତନ ଶ୍ରେଣୀ ଗୃହ ଉଦ୍ଧଘାଟନ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ସୁଜିତ କୁମାର ଉପସ୍ଥିତ ରହି କରକମଳରେ ଶୁଭ ଉଦ୍ଧଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଦକ୍ଷିଣ ସମ୍ଭାଗ ସଭାପତି ରୁପ ସିଂ ରାଉତ,ବିଦ୍ୟାଳୟ ର ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ ଏବଂ ପ୍ରଧାନ ଆଚାର୍ଯ୍ୟ ଦାଶରଥି ପଣ୍ଡା, ଉପସଭାପତି ସଂଗ୍ରାମ ପ୍ରଧାନ, ଯୁଗ୍ମ ସମ୍ପାଦକ ଗିରିଜା ଶଙ୍କର ସାହୁ, ସଦସ୍ୟା ରୋପାଳିନ ଖଟେଇ,ଉପସ୍ଥିତ ରହି ମା ସରସ୍ବତୀଙ୍କ ନିକଟରେ ଜ୍ଞାନ ର ଦୀପ ପ୍ରଜ୍ବଳନ କରି ଶିଶୁ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

