ନ୍ୟୁଜ ଗ୍ୟାଲେରି, ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଠାରେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ଙ୍କ ନୂତନ କାର୍ଯ୍ୟାଳୟ ଓ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଯୋଗ ଦେଇ ନୂତନ କାର୍ଯ୍ୟାଳୟ ଶୁଭ ଉଦଘାଟନ ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଥିବା ବେଳେ
ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବରେ ଭାରପ୍ରାପ୍ତ ଉପଜିଲ୍ଲାପାଳ ଅଜୟ କୁମାର ତିର୍କି କଳାହାଣ୍ଡି ଉଦ୍ୟମ କୃଷି ନିର୍ଦ୍ଦେଶକ ଵିଷ୍ଟୁ ପ୍ରସାଦ ସିଂହ ସହକାରୀ କୃଷି ଯନ୍ତ୍ରୀ ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ମନୋଜ କୁମାର ହୋତା ପଞ୍ଚାୟତ ସମିତି ଅଧ୍ୟକ୍ଷା ବଵିତା ପାଟ୍ଟଯୋଷୀ ବିଜ୍ଞାପିତ ପରିଷଦ ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି ଯୋଗ ଦେଇ ଥିଲେ। ଧର୍ମଗଡ଼ ରୁ ହେମନ୍ତ କୁମାର ମାଝୀ ଙ୍କ ରିପୋଟ।
Latest entries
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ
ଜିଲ୍ଲା ଖବରAugust 21, 2026ହାଇଦ୍ରାବାଦରୁ ଟିକେଟ୍ କାଟି ଅଧା ରାସ୍ତାରେ ଫସିଲେ ଯାତ୍ରୀ ଘରୋଇ ବସର ଦାଦାଗିରି
ଜିଲ୍ଲା ଖବରAugust 20, 2026ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଜିଲ୍ଲା ଖବରAugust 20, 2026ଲଳିତ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

