ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଭବାନୀପାଟଣା ବ୍ଲକ ଅନ୍ତର୍ଗତ କାମଠଣା ଗ୍ରାମପଞ୍ଚାୟତ ଠାରେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଭବାନୀପାଟଣା ଗୋଷ୍ଟି ଉନୟନ ଅଧିକାରୀ ଚନ୍ଦନ କୁମାର ଭୋଇ, ବ୍ଲକ ଅଧକ୍ଷ ପ୍ରଫୁଲ୍ଲ କୁମାର ସାହୁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,କାମଠଣା ସରପଞ୍ଚ ଲୋକନାଥ ଦୁର୍ଗା କାମଠଣା ସମିତି ସଭ୍ୟ କ୍ଷମାକର ମାଝୀ, ଦୟାନିଧି ହାଇ ସ୍କୁଲ ର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ମିଶ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସମସ୍ତେ ମୋଦୀ ଜୀଙ୍କ ଆଉହଁନ୍ କ୍ରମେ ଗୋଟିଏ ଗୋଟିଏ ମା ପାଇଁ ଗଛଟିଏ ଲଗାଇଥିଲେ ଏବଂ ସଚେତନତା ବାର୍ତ୍ତା ଜଣାଇଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

