Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ମାଁ ମାଣିକେଶ୍ଵରୀ ମନ୍ଦିର ଠାରୁ ଏକ ଶୋଭାଯାତ୍ରା ରେ ବାହାରି ଟାଉନ ହଲ ଠାରେ ଆୟୋଜିତ ସ୍ଵାଗତ ଓ ସମ୍ବର୍ଦ୍ଧନା ସଭାରେ ସମସ୍ତ ବ୍ଲକ, ଏନ୍ଏସି, ମ୍ୟୁନିସିପାଲଟି ଏବଂ ବିଭିନ୍ନ ଛାମୁଆ ସଂଗଠନ କର୍ମକର୍ତ୍ତା ଜିଲ୍ଲା ସଭାପତିଙ୍କୁ ସମ୍ଭର୍ଦ୍ଧତ କରିଥିଲା। ପୂର୍ବତନ ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହ ଦେଓ, ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ ବିଧାୟକ ଦିବ୍ୟଶଙ୍କର ମିଶ୍ର, ନର୍ଲା ବିଧାୟକ ମନୋରମ ମହାନ୍ତି, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ମହୋଦଧି ବାଗ, ନଗରପାଳ ବିଷ୍ଣୁ ପ୍ରଧାନ, ମହିଳା ସଭାନେତ୍ରୀ ଲଳିତା ନାଏକ, ଜିଲ୍ଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ବରିଷ୍ଠ ବିଜେଡି ନେତା ଭବାନୀ ଶଙ୍କର ମିଶ୍ର, ଜିତେନ୍ଦ୍ର ମହାନ୍ତି, ପ୍ରଦୀପ ମୁଣ୍ଡ , ବିସିସି ବ୍ୟାଙ୍କ ସଭାପତି ଗିରିଶ ଚନ୍ଦ୍ର ବେହେରା, ଦୁର୍ଗା ପ୍ରସାଦ ମହାନ୍ତି, ପୂର୍ବତନ ପୌରଧ୍ୟକ୍ଷା ସଂଯୁକ୍ତା ବେହେରା,ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅଭିନାଶ ଠାକୁର, ରାଜ୍ୟ ଯୁବ ବରିଷ୍ଟ ଉପ ସଭାପତି ମଣ୍ଟୁ ନାଏକ, ଜୋନ ସଭାପତି ମନିନ୍ଦ୍ର ମହାନ୍ତି, ଧବଳେଶ୍ଵର ମହାପାତ୍ର, ସାମନ୍ତ ଖମାରୀ, ଜିଲ୍ଲା ଛାତ୍ର ବିଜେଡ଼ି ସଭାପତି ଅଜିତ ସାହୁ, ବଦ୍ରିନାରାୟଣ ପଟ୍ଟନାୟକ, ପରମାନନ୍ଦ ମାଝୀ, ପୀତବାସ ବେହେରା, ଶିବ ସାହୁ ପ୍ରମୁଖ ଉପସ୍ଥିତ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।
Editor, News Gallery Mob: 9439506580 Email: newsgallery.in@gmail.com
