ଜିଲ୍ଲା ଖବର ବ୍ଲକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ By Hemant Kumar Ray December 11, 2025December 11, 2025 0 minutes, 0 seconds Read 181 ନ୍ୟୁଜଗ୍ୟାଲେରି,ଧର୍ମଗଡ: କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକଧର୍ମଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ରାଷ୍ଟୀୟ ଆବିଷ୍କାର ଅଭିଯାନ, ଇକୋ କ୍ଲବ, ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ନଗରପାଳ ଅଶୋକ କୁମାର ମହାନ୍ତି, ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାର ଶବର, ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀ, ଜଗନ୍ନାଥ ସେବା ସମିତି ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅରୂପାନନ୍ଦ ଭୋଇ, ପୂର୍ବତନ ବିଇଓ ପ୍ରଭାତୀ ନଳିନୀ ଠାକୁର, ପୂର୍ବତନ ବିଇଓ ଲୋକନାଥ ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ। ଉଦଯାପନୀ ଉତ୍ସବ ରେ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ସମ୍ମାନିତ ଅତିଥି ଭାବରେ ଧର୍ମଗଡ ବିଡ଼ିଓ ସଦାଶିବ ନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀ, ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭବାନୀ ଶଙ୍କର ଯୋଶୀ, ବରିଷ୍ଠ ସାମ୍ବାଦିକ ବିରଞ୍ଚି ନାରାୟଣ ଜାଲ, ମୁଖ୍ୟ ବକ୍ତା ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭବାନୀପାଟଣା ଆଚରି ଶବର, ଏବିଇଓ ହେମନ୍ତ କୁମାର ପଣ୍ଡା, ଏବିଇଓ ବିଶ୍ୱଜିତ ବେହେରା, ବିଜ୍ଞାନ ସାଧନ କେନ୍ଦ୍ର ଧର୍ମଗଡ ବ୍ଲକ ସଭାପତି ଜୟନ୍ତ କୁମାର ମୁଣ୍ଡ ପ୍ରମୁଖ ମଞ୍ଚାସିନ ହୋଇ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଆଧୁନିକ ଯୁଗ ରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ର ଅବଦାନ, ଅନୁସନ୍ଧିତ୍ସୁ ମନୋବୃତ୍ତିର ବିକାଶ, ବିଜ୍ଞାନ ପରୀକ୍ଷଣ ଓ ପର୍ଯ୍ୟବେକ୍ଷଣ ର ଉପାଦେୟତା ସମ୍ପର୍କ ରେ ପ୍ରେରଣାଦାୟୀ ବକ୍ତବ୍ୟ ପ୍ରଦାନ କରିଥଲେ।ବିଭିନ୍ନ ବିଦ୍ୟାଳୟ ରୁ ଉଭୟ ଉଚ୍ଚ ବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟ ରୁ ୧୧୬ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଉଭୟ ଉଦଘାଟନୀ ଓ ଉଦଜାପାନୀ କାର୍ଯ୍ୟକ୍ରମ ରେ ଶିକ୍ଷୟିତ୍ରୀ ଅନିତା ନାଏକ, ଶିକ୍ଷକ ସୁଧାଂଶୁ ଶେଖର ପଣ୍ଡା ଏବଂ ମୁକେଶ ଛତ୍ରିଆ ପରିଚାଳନା କରିଥିବା ବେଳେ ଶିକ୍ଷକ Hemant Kumar Ray Editor, News Gallery Mob: 9439506580 Email: newsgallery.in@gmail.com Latest entries ଜିଲ୍ଲା ଖବରJuly 4, 2026ଜୁଆ ଖେଳୁଥିବା ବେଳେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ ଜିଲ୍ଲା ଖବରJune 27, 2026ଅନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୋଧ ଚାଲାଣ ନିଷିଦ୍ଧ ଦିବସ ପାଳିତ ଜିଲ୍ଲା ଖବରJune 26, 2026ସମ୍ବିଧାନ ହତ୍ୟା ଦିବସ କାର୍ଯ୍ୟକ୍ରମ UncategorisedJune 20, 2026ଭବାନୀପାଟଣାରେ ଶୀତଳ ଷଷ୍ଠୀ ଆଡ଼ମ୍ବର ସହକାରେ ପାଳିତ
ଜିଲ୍ଲା ଖବର ବିଶିଷ୍ଟ ସମାଜସେବୀ ଡାକ୍ତର ପଲଉ ପ୍ରଧାନଙ୍କୁ ଶକ୍ତିନଗର ବାସୀଙ୍କ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି By Hemant Kumar Ray June 18, 2026June 18, 2026