Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ସମସ୍ତ ତୀର୍ଥଯାତ୍ରୀ ଏପଟେ ସେପଟେ ନ ହୋଇ ସାଙ୍ଗରେ ରହି ନିଜର ସୁବିଧା ଅସୁବିଧା ସାଙ୍ଗରେ ଯାଇଥିବା ଏସ୍କର୍ଟ ଅଧିକାରୀଙ୍କୁ ଜଣାଇ କିପରି ସୁରକ୍ଷିତ ଭାବରେ ତୀର୍ଥଯାତ୍ରା ଭ୍ରମଣ ସାରି ନିଜ ନିଜ ଘରକୁ ଫେରିବେ ସେ ସମ୍ପର୍କରେ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଥିଲେ । ଜିଲ୍ଲାର ୧୮୭ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ ଭଲରେ ତୀର୍ଥ ଯାତ୍ରା ସାରି କେମିତି ଭଲରେ ଫେରି ଆସିବେ ସେଥି ପାଇଁ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ସମସ୍ତ ତୀର୍ଥଯାତ୍ରୀଙ୍କର ଶୁଭ କାମନା କରିଥିଲେ । ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ବସରେ ଯାତ୍ରୀଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ତାଙ୍କୁ ଭଲରେ ନେଇ ଆଣିବା ପାଇଁ ୬ ଜଣ ଏସ୍କର୍ଟ ଅଧିକାରୀଙ୍କୁ ସାଙ୍ଗରେ ପଠାଯାଇଛି ।
Editor, News Gallery Mob: 9439506580 Email: newsgallery.in@gmail.com
