ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଓକିଲ ସଂଘ ଭବାନୀପାଟଣାର ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା , ସମ୍ପାଦକ ନିହାର ରଞ୍ଜନ ମିଶ୍ର, ଉପସଭାପତି ମହେଶ ପ୍ରସାଦ ମହାପାତ୍ର, ଯୁଗ୍ମ ସମ୍ପାଦକ ହେମନ୍ତ କୁମାର ଛତ୍ରିଆ ଓ କୋଷାଧକ୍ଷ ଭାବରେ ଜୟନ୍ତ କୁମାର ମୁଣ୍ଡ ନିର୍ବାଚିତ ହୋଇଛନ୍ତି। ସେହିପରି ବରିଷ୍ଠ କାର୍ଯ୍ୟକାରୀ ସଭ୍ୟ ଭାବରେ ଗୌତମ ପଟ୍ଟନାୟକ, ବିନୟ କୁମାର ଦାଶ, ଇଲା ସେଲମା ଓ ଜ୍ୟୋସ୍ନା ମଞ୍ଜରୀ ମିଶ୍ର ଏବଂ କନିଷ୍ଠ କାର୍ଯ୍ୟକାରୀ ସଭ୍ୟ ଭାବରେ ଶକ୍ତି ସ୍ୱରୂପ ବେହେରା ନିର୍ବାଚିତ ହୋଇଛନ୍ତି। ଓକିଲ ସଂଘ ନିର୍ବାଚନ ଅଧିକାରୀ ଭାବରେ ବରିଷ୍ଠ ଓକିଲ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ବାଚନ ପରିଚାଳନା କରିଥିଲେ। ନିର୍ବାଚନ ପରିଚାଳନାରେ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ପ୍ରଦୀପ ଚନ୍ଦ୍ର ପାତ୍ର, ସୁଜିତ କୁମାର ବହିଦାର, ଇଶ୍ୱ ରଞ୍ଜନ କୁମାର ଓ ସୂର୍ଯ୍ୟ ନାରାୟଣ କୁମାର ସହଯୋଗ କରିଥିଲେ।
Latest entries
ଜିଲ୍ଲା ଖବରNovember 25, 2026ମହୁରି ପୁରସ୍କାର–୨୦୨୬ ପାଇଁ ଡ଼. ସ୍ୱପ୍ନା ମିଶ୍ର ମନୋନୀତ
ଜିଲ୍ଲା ଖବରNovember 25, 2026ଦାଦପୁର ପି ଏମ ଶ୍ରୀ ଦଧିବାମନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ ମେଳା ସହ ଚିତ୍ର ଓ ହସ୍ତ ଶିଳ୍ପ ପ୍ରଦର୍ଶନୀ ମେଳା ଅନୁଷ୍ଠିତ
ଜିଲ୍ଲା ଖବରNovember 25, 2026ଭବାନୀପାଟଣା ନଗରମଣ୍ଡଳ ବିଜେପି ରେ ଧବଳେଶ୍ୱର ମାଝୀଙ୍କୁ ଅନୁସୂଚିତ ଜନଜାତି ମୋର୍ଚ୍ଚା ପ୍ରମୁଖ ଦାୟିତ୍ୱ
ଜିଲ୍ଲା ଖବରNovember 23, 2026ବିଶିଷ୍ଟ ସମାଜସେବୀ ତଥା ଯୁବନେତା ସ୍ୱର୍ଗତ ଜୟନ୍ତ ନାଏକଙ୍କ ସ୍ମୃତିରେ ଶୋକସଭା ଓ ଶ୍ରଦ୍ଧାଞ୍ଜଳି ଅର୍ପଣ

