କଳାହାଣ୍ଡି:ଭବାନୀପାଟଣା,କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କ କାର୍ଯ୍ୟ ଳୟ ସମ୍ମିଳନୀକକ୍ଷ ଠାରେ ନୂତନ ଭାବେ ଯୋଗ ଦେଇଥିବା ଦକ୍ଷିଣ ପଶ୍ଚିମାଞ୍ଚଳ ଡ଼ିଆଇଜି ଚରଣ ସିଂହ ମୀନା ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀ ଓ ସାମ୍ବାଦିକ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। କଳାହାଣ୍ଡି ଆରକ୍ଷୀ ଅଧ୍ୟକ୍ଷକ ଅଭିଳାଷ ଜି, କେସିଙ୍ଗା ଉପଖଣ୍ଡ ପୋଲିସ ଅଧିକାରୀ ରୋହିତ ବର୍ମା ସମେତ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀ ଓ ସାମ୍ବାଦିକ ମାନେ ଉପସ୍ଥିତ ରହି ଡ଼ିଆଜି କଳାହାଣ୍ଡି ଜିଲ୍ଲା ର ମାଓବାଦୀ ପ୍ରସଙ୍ଗ, ସହର ଟ୍ରାଫିକ ସମସ୍ୟା ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ଓ ଭାବ ଦିଆନିଆ ହେବାସହ ଯେକୌଣସି ସମସ୍ୟାର ସହଜ ସମାଧାନ ଏବଂ ସହଯୋଗ କରିବା ପାଇଁ ସମସ୍ତ ସାମ୍ବାଦିକ ମାନଙ୍କୁ ଅନୁରୋଧ କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

