କଳାହାଣ୍ଡି/ ଭବାନୀପାଟଣା,ସଦର ନିର୍ବାଚନ ମଣ୍ଡଳୀ ସିକୁଆଁ ଗ୍ରାମ ର ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବା ସହ ଗର୍ଭଗୃହ ସ୍ଥାପନ ଓ ଷୋହଳ ପ୍ରହର ନମାଯଜ୍ଞ ଶୁଭାରମ୍ଭ ହୋଇଯାଇଛି, ଉକ୍ତ କାର୍ଯ୍ୟକ୍ରମ ରେ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦକୃପା ଲାଭ କରିଥିଲେ।
ବିଜୁ ଜନତା ଦଳ ଜିଲ୍ଲା ଯୁବ ସଭାପତି ଆଦିତ୍ୟ ନନ୍ଦ, ଜିଲ୍ଲା ଉପ ସଭାପତି ବାବୁଲି ମଣ୍ଡଲ, ଜିଲ୍ଲା ସମ୍ପାଦକ ସୁରେଶ ମହାନନ୍ଦ, ଜିଲ୍ଲା ଯୁବ ସମ୍ପାଦକ ସେନାପତି ନାଏକ, ଜିଲ୍ଲା ପରିଷଦ ହୃଦାନନ୍ଦ ସାହୁ,ସମାଜସେବୀ ଦିନେଶ ବଗର୍ତ୍ତୀ, ରାଜୀବ ଶତପଥୀ, ଅଶୋକ ପଟ୍ଟନାୟକ, ଅଜୟ ଭୋଇ, ଅମିତ୍ ଭୋଇ , ଘନ ଶ୍ୟାମ ଛୁରା ପଞ୍ଚାୟତ ସଭାପତି ବଦ୍ରୀ ଭୋଇ,ଉପସ୍ଥିତ ରହି ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

