କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, କଳାହାଣ୍ଡି ତରଫରୁ ଏକ ଶିଶୁ ଶ୍ରମିକ ସଚେତନତା ଶୋଭାଯାତ୍ରା ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଏବଂ ସୁବ୍ରତ କୁମାର ନାୟକ ଶୁଭାରମ୍ଭ କରିଥିଲେ। ଏହି ସଚେତନତା ଶୋଭାଯାତ୍ରା ରେ ବିକାଶ ଜିଏନଏମ ଟ୍ରେନିଙ୍ଗ କେନ୍ଦ୍ରର ଛାତ୍ର ଛାତ୍ରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟ, ଅଙ୍ଗନବାଡ଼ି କର୍ମୀ, “ଶକ୍ତି” କର୍ମକର୍ତ୍ତା, ୟୁନି ସେଫ୍ ଅଧିକାରୀ,ଜିଲ୍ଲା ସ୍ତରୀୟ ଅଧିକାରୀ ,ଶ୍ରମ କାର୍ଯ୍ୟାଳୟ ର କର୍ମଚାରୀ ପ୍ରମୁଖ ସାମିଲ ଥିଲେ।ଶିଶୁ ଶ୍ରମିକ ମୁକ୍ତ ଓଡ଼ିଶା ର ଲକ୍ଷ୍ୟଧା ର୍ଯ୍ୟରେ ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଏବଂ ଜିଲ୍ଲା କର୍ମକର୍ତ୍ତା ଉପସ୍ଥିତ ଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

